The Independence:Ptadipta-Nayak-targets-Govt
ଭୁୁବନେଶ୍ୱର, ୧୬ ଜୁଲାଇ -

  ବିରୋଧୀ ଦଳର ନେତା ପ୍ରଦୀପ୍ତ ନାୟକ ପ୍ରଧାନମନ୍ତ୍ରୀ କିଷାନ  ସମ୍ମାନ  ନିଧି ଯୋଜନାରେ  ଚାଷୀଙ୍କ ତାଲିକା  ନ ଦେବାକୁ ନେଇ  ରାଜ୍ୟ ସରକାରଙ୍କୁ କାଠଗଡାରେ ଠିଆ କରିଛନ୍ତି । ସେ କହିଛନ୍ତି ଏପରି ହେବା ଦ୍ୱାରା ରାଜ୍ୟର ଚାଷୀ ଭାଇ ମାନେ କେନ୍ଦ୍ର ସରକାରଙ୍କର ଏହି ଯୋଜନାର ଲାଭରୁ ବଂଚିତ ହେବେ । 

ପ୍ରଶ୍ନକାଳ ସମାପ୍ତ ହେବା ମାତ୍ରେ ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ବିରୋଧୀ ଦଳର ନେତା  ପ୍ରଦୀପ୍ତ ନାୟକ କହିଥିଲେ ଯେ ପ୍ରଧାନମନ୍ତ୍ରୀ କିଷାନ  ସମ୍ମାନ  ନିଧି ଯୋଜନାରେ  ଚାଷୀଙ୍କ ତାଲିକା  କେନ୍ଦ୍ର ସରକାରଙ୍କୁ ପ୍ରଦାନ କରିବାର ଶେଷ ତାରିଖ ୧୫ ଜୁଲାଇ ଥିଲା । ମାତ୍ର ଦୁର୍ଭାଗ୍ୟର ବିଷୟ ଯେ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ନିର୍ଧାରିତ ତାରିଖ ମଧ୍ୟରେ ଚାଷୀଙ୍କର ଏହି ତାଲିକା ପ୍ରଦାନ କରି ନାହାନ୍ତି । ଏହା ଦ୍ୱାରା ରାଜ୍ୟର ଚାଷୀ ମାନେ କେନ୍ଦ୍ର ସରକାରଙ୍କର ଏହି ଯୋଜନାର ଲାଭ ପାଇବାରୁ  ବଂଚିତ ହେବେ । 

ଶ୍ରୀ ନାୟକ କହିଛନ୍ତି  ଯେ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନାରେ ୪୫ ଲକ୍ଷ ଚାଷୀଙ୍କ ତାଲିକା ପ୍ରଦାନ କରିବାକୁ କହିଥିଲେ । ରାଜ୍ୟ ସରକାର କାଳିଆ ଯୋଜନାରେ ୫୦ ଲକ୍ଷ ଚାଷୀଙ୍କ ବ୍ୟାଙ୍କ ଖାତାକୁ  ଅର୍ଥ ପଠାଇଥିବା କହୁଛନ୍ତି ।  ଯଦି ରାଜ୍ୟ ସରକାରଙ୍କ ନିକଟରେ ଏହି ତାଲିକା ଅଛି ତେବେ ମାତ୍ର ୯ ଲକ୍ଷ ଚାଷୀଙ୍କ ତାଲିକା କାହିଁକି ଦେଇଛନ୍ତି ବୋଲି ଶ୍ରୀ ନାୟକ ପ୍ରଶ୍ନ କରିଛନ୍ତି । 

Author Image

Independence News

Recent Posts

The Independence:If-the-BJP-government-is-formed-in-Odisha-drinking-water-problem-will-be-solved-as-a-priority-Bhatrahari-Mahatab

ଓଡ଼ିଶାରେ ବିଜେପି ସରକାର ଗଠନ କଲେ ଅଗ୍ରାଧିକାର ଭିତିରେ ପାନୀୟ ଜଳ ସମସ୍ୟାର ସମାଧାନ କରାଯିବ: ଭତୃହରି ମହତାବ

The Independence:Odisha-Cow-Slaughtering

Odisha : ଗୋ ମାଂସ ବୋଝେଇ ଟ୍ରକ ଜବତ

The Independence:Jagannath-Temple-Odisha-Mumbai

ଓଡିଶା ବାହାରେ ମହାପ୍ରଭୁ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର

The Independence:Modi-Government-9-Years-Seva-Susasan-Garib-Kalyana

ନ’ ବର୍ଷର ସୁଶାସନ

The Independence:Rath-Yatra-2023-Lakhs-of-devotees-witness-Suna-Besha-of-Holy-Trinity-in-Puri

ଶ୍ରୀକ୍ଷେତ୍ରରେ ରଥାରୁଢ଼ ଶ୍ରୀଜୀଉଙ୍କ ସୁନାବେଶ, ମହଣ ମହଣ ସୁନା ଅଳଙ୍କାରରେ ସଜ୍ଜିତ ତିନି ଠାକୁର

The Independence:Puri-Ratha-Jatra-2023-Jay-Jagannath

ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ତିନି ରଥ

The Independence:Ratha-Jatra-2023-ନୀଳାଦ୍ରିବିଜେରେ-ନୀଳକନ୍ଦରକୁ-ଫେରନ୍ତି-ନୀଳାଦ୍ରିନାଥ-ସରେ-ଜନ୍ମବେଦି-ଲୀଳା

Ratha Jatra 2023: ନୀଳାଦ୍ରିବିଜେରେ ନୀଳକନ୍ଦରକୁ ଫେରନ୍ତି ନୀଳାଦ୍ରିନାଥ; ସରେ ଜନ୍ମବେଦି ଲୀଳା

The Independence:Jagannath-Temple-Rath-Jatra

ଏକାବନ ଦିନରେ ଚଳଚଞ୍ଚଳ ରଥଖଳା

The Independence:ପ୍ରେମିକାକୁ-ଛୁରୀ-ଭୁଷିଲା-ପଥରରେ-ଛେଚି-ମୁହଁ-ନଷ୍ଟ-କଲା-ଜହ୍ଲାଦ-ପ୍ରେମିକ-ସାହିଲ-ଖାଁ

ପ୍ରେମିକାକୁ ଛୁରୀ ଭୁଷିଲା, ପଥରରେ ଛେଚି ମୁହଁ ନଷ୍ଟ କଲା ଜହ୍ଲାଦ ପ୍ରେମିକ ସାହିଲ ଖାଁ

The Independence:Land-Jihad-Dwarka

ଜମି ଜିହାଦର ଅନ୍ୟନାମ ଦ୍ୱାରକା

The Independence:Odisha-cant-make-progress-with-Shashikala-syndrome-Dharmendra

‘ଶଶୀକଳା ସିଣ୍ଡ୍ରୋମ’ କହିବାରୁ ସରକାରଙ୍କୁ ବାଧିଲା: ଧର୍ମେନ୍ଦ୍ର

The Independence:Land-Jihad-Love-Jihad-Jameen-Jihad-in-Odisha

ରାଜ୍ୟରେ ବଢ଼ୁଛି ଜିହାଦୀଙ୍କ ସଂଖ୍ୟା !

The Independence:The-Kerala-Story-Official-Trailer--Vipul-Amrutlal-Shah--Sudipto-Sen--Adah-Sharma--Aashin-A-Shah

The Kerala Story Official Trailer | Vipul Amrutlal Shah | Sudipto Sen | Adah Sharma | Aashin A Shah

The Independence:Guddu-Muslim-Odisha-Link-BJD

ଗୁଡ୍ଡୁ ମୁସଲମାନର ଖାସ୍, ବିଜେଡି ବିଧାୟକଙ୍କ ରାଇଟହାଣ୍ଡ

The Independence:important-files-of-the-jagannath-temple-administration-have-gone-missing

ଗାଏବ ହେଲା ଜଗନ୍ନାଥ ମନ୍ଦିର ପ୍ରଶାସନର ଗୁରୁତ୍ଵପୂର୍ଣ୍ଣ ଫାଇଲ

The Independence:Debacle-in-American-Banking-System

ଆମେରିକାର ବ୍ୟାଙ୍କିଂ ବ୍ୟବସ୍ଥାରେ ବିପର୍ଯ୍ୟୟ

The Independence:palghar-sadhu-lynching-case-to-be-investigated-by-cbi

ପାଲଘର ସାଧୁହତ୍ୟା ମାମଲାର ହେବ ସିବିଆଇ ତଦନ୍ତ

The Independence:Mix-Mandate-in-USA-Joe-Biden

ଆମେରିକାରେ ମିଶ୍ରିତ ଜନମତ

The Independence:Jayshankar-in-Fiji

ଫିଜିରେ ବିଜି ଜୟଶଙ୍କର

The Independence:Women-Freedom-Fighters-of-India-Name-List-and-Their-Roles

ଭାରତର ମହାନ ମହିଳା ସ୍ୱାଧୀନତା ସଂଗ୍ରାମୀମାନେ ଯାହାଙ୍କୁ ଇତିହାସକାରମାନେ ଭୁଲି ଯାଇଥିଲେ

The Independence:Dharmendra-Seeks-Centres-Intervention-For-Protection-Of-Archaeological-Assets-In-Odisha

ଓଡ଼ିଶାରେ ଅସୁରକ୍ଷିତ ଶିଶୁପାଳ ଗଡ଼ ଓ ଲଳିତଗିରି ପରି ଐତିହ୍ୟ କୀର୍ତ୍ତିରାଜି

The Independence:ଶ୍ରୀମନ୍ଦିରର-ପ୍ରସିଦ୍ଧ-ଦୋଳଯାତ୍ରା

ଶ୍ରୀମନ୍ଦିରର ପ୍ରସିଦ୍ଧ ଦୋଳଯାତ୍ରା

The Independence:Young-writer-Om-Priyadarshis-book-on-Paika-movement-released

ଉନ୍ମୋଚିତ ହେଲା ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଚୟନିତ ଓମ୍ ପ୍ରିୟଦର୍ଶୀଙ୍କ ପୁସ୍ତକ "ପାଇକ: ଜନ, ଆଖ୍ୟାନ ଓ ଆନ୍ଦୋଳନ"

The Independence:Baijayanta-Panda-listens-Man-Ki-Baat-Programme-at-Bhawanipatna

ଭବାନୀପାଟଣା “ମନ୍‌ କି ବାତ୍‌” କାର୍ଯ୍ୟକ୍ରମରେ ବୈଜୟନ୍ତ ପଣ୍ଡା

The Independence:ଜର୍ଜ-ସୋରୋସଙ୍କ--ନେଟୱର୍କ-ଓ-କଣ୍ଢେଇ-ମାନଙ୍କୁ-ଚିହ୍ନଟ--ଜରୁରୀ

ଜର୍ଜ ସୋରୋସଙ୍କ ନେଟୱର୍କ ଓ କଣ୍ଢେଇ ମାନଙ୍କୁ ଚିହ୍ନଟ ଜରୁରୀ