The Independence:brain-dead-son-comes-alive-in-telengana
ହାଇଦ୍ରାବାଦ୍ , ୧୦ ଜୁଲାଇ -

 ୧୮ ବର୍ଷୀୟ ପୁଅର ଅନ୍ତିମ ସଂସ୍କାର ପାଇଁ ସମ୍ପର୍କୀୟ ମାନେ ସମସ୍ତ ବ୍ୟବସ୍ଥା  କରି ସାରିଥିଲେ । ପୁଅକୁ ହରାଇ ଆତ୍ମହରା ହୋଇ ପଡିଥିବା ମା ପୁଅର ଶରୀର ପାଖରେ ବସି କାନ୍ଦୁଥିବା ବେଳେ ହଠାତ୍ ମୃତ ପୁଅ ଆଖିରୁ ଲୁହ ଝରି ଆସିଥିଲା । ଏଭଳି ଆଶ୍ଚର୍ଯ୍ୟକର ଘଟଣା ଘଟିଛି ତେଲେଙ୍ଗାନା ରାଜ୍ୟର  ସୂର୍ଯ୍ୟାପେଟ ଜିଲ୍ଲାରେ । ପୂର୍ବରୁ ଡାକ୍ତର ବ୍ରେନ୍ ଡେଡ୍ ଘୋଷଣା କରିଥିବା ଯୁବକ ଗନ୍ଧମ କିରନ୍ ଙ୍କୁ ପୁଣି ଥରେ ଡାକ୍ତରଖାନାରେ ଭର୍ତି କରାଯାଇଛି । ବର୍ତମାନ ସେ ସୁସ୍ଥ ହେଉଥିବା ସୂଚନା ମିଳିଛି । 

ଘଟଣାଟି ଏହିଭଳି ସୂର୍ଯ୍ୟାପେଟ ଜିଲ୍ଲାର ପିଲ୍ଲାଲମୈରି ଗାଁର ଗନ୍ଧମ କିରନଙ୍କୁ ଗତ ଜୁନ୍ ୨୬ ତାରିଖରେ ଜର ହୋଇଥିଲା । ପରିବାର ଲୋକ ତାଙ୍କୁ ଡାକ୍ତରଖାନାରେ ଭର୍ତି କରିଥିଲେ । ମାତ୍ର ଅବସ୍ଥା ଆହୁରି ଖରାପ ହେବାରୁ ହାଇଦ୍ରାବାଦରେ ଏକ ବଡ ବେସରକାରୀ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ସେଠାରେ ଡାକ୍ତରମାନେ ତାଙ୍କୁ ଆଇସିୟୁରେ ଭର୍ତି କରିବା ପାଇଁ କହିଥିଲେ । ଗନ୍ଧମ କୋମାକୁ ·ଲିଯାଇଥିବା ଡାକ୍ତର କହିଥିଲେ ଏବଂ ପରେ ବ୍ରେନ୍ ଡେଡ୍ କହିବା ସହ ତାଙ୍କୁ ଘରକୁ ନେଇଯିବା ପାଇଁ କହିଥିଲେ  । 

ମାତ୍ର ଯୁବକଙ୍କ ଘର ଲୋକ ଏକଥା ବୁଝି ନପାରି ଗନ୍ଧମ ମୃତ ବୋଲି ଭାବି ନେଇଥିଲେ । ତାଙ୍କର ଅନ୍ତିମ ସଂସ୍କାର ପାଇଁ ପ୍ରସ୍ତୁତି ·ଲିଥିଲା ବେଳେ ତାଙ୍କ ମାଆ ଜୋରରେ କାନ୍ଦି ଉଠିଥିଲେ । ସେତିକି ବେଳେ ପୁଅର ଆଖିରୁ ଲୁହ ବାହାରୁ ଥିବା ଦେଖିଥିଲେ । ସେ ଅନ୍ତମ ସଂସ୍କାର ପାଇଁ ଶରୀରକୁ ଛାଡି ନଥିଲେ । ସ୍ଥାନୀୟ ଜଣେ ଡାକ୍ତରଙ୍କୁ ଡକାଯାଇଥିଲା । ସେ ଗନ୍ଧମ ବଂଚିଥିବା କଥା କହିଥିଲେ । ସଙ୍ଗେ ସଙ୍ଗେ ତାଙ୍କୁ ବ୍ରେନ୍ ଡେଡ୍ ଘୋଷଣା କରିବା ଡାକ୍ତରଖାନାକୁ ଫୋନ୍ କରାଯାଇଥିଲା । ସେଠାରେ ଚିକିତ୍ସିତ ହେବା ପରେ  ତାଙ୍କ ଶରୀରର ଅନ୍ୟ ଅଂଶ କାମ କରିଥିଲା  । ଏବେ ସେ ସୁସ୍ଥ ଅଛନ୍ତି । ତାଙ୍କ ଘରେ ତାଙ୍କର ଏବେ ଚିକିତ୍ସା କରାଯାଉଛି । 

........

Author Image

Independence News

RELATED NEWS

Recent Posts

The Independence:If-the-BJP-government-is-formed-in-Odisha-drinking-water-problem-will-be-solved-as-a-priority-Bhatrahari-Mahatab

ଓଡ଼ିଶାରେ ବିଜେପି ସରକାର ଗଠନ କଲେ ଅଗ୍ରାଧିକାର ଭିତିରେ ପାନୀୟ ଜଳ ସମସ୍ୟାର ସମାଧାନ କରାଯିବ: ଭତୃହରି ମହତାବ

The Independence:Odisha-Cow-Slaughtering

Odisha : ଗୋ ମାଂସ ବୋଝେଇ ଟ୍ରକ ଜବତ

The Independence:Jagannath-Temple-Odisha-Mumbai

ଓଡିଶା ବାହାରେ ମହାପ୍ରଭୁ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର

The Independence:Modi-Government-9-Years-Seva-Susasan-Garib-Kalyana

ନ’ ବର୍ଷର ସୁଶାସନ

The Independence:Rath-Yatra-2023-Lakhs-of-devotees-witness-Suna-Besha-of-Holy-Trinity-in-Puri

ଶ୍ରୀକ୍ଷେତ୍ରରେ ରଥାରୁଢ଼ ଶ୍ରୀଜୀଉଙ୍କ ସୁନାବେଶ, ମହଣ ମହଣ ସୁନା ଅଳଙ୍କାରରେ ସଜ୍ଜିତ ତିନି ଠାକୁର

The Independence:Puri-Ratha-Jatra-2023-Jay-Jagannath

ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ତିନି ରଥ

The Independence:Ratha-Jatra-2023-ନୀଳାଦ୍ରିବିଜେରେ-ନୀଳକନ୍ଦରକୁ-ଫେରନ୍ତି-ନୀଳାଦ୍ରିନାଥ-ସରେ-ଜନ୍ମବେଦି-ଲୀଳା

Ratha Jatra 2023: ନୀଳାଦ୍ରିବିଜେରେ ନୀଳକନ୍ଦରକୁ ଫେରନ୍ତି ନୀଳାଦ୍ରିନାଥ; ସରେ ଜନ୍ମବେଦି ଲୀଳା

The Independence:Jagannath-Temple-Rath-Jatra

ଏକାବନ ଦିନରେ ଚଳଚଞ୍ଚଳ ରଥଖଳା

The Independence:ପ୍ରେମିକାକୁ-ଛୁରୀ-ଭୁଷିଲା-ପଥରରେ-ଛେଚି-ମୁହଁ-ନଷ୍ଟ-କଲା-ଜହ୍ଲାଦ-ପ୍ରେମିକ-ସାହିଲ-ଖାଁ

ପ୍ରେମିକାକୁ ଛୁରୀ ଭୁଷିଲା, ପଥରରେ ଛେଚି ମୁହଁ ନଷ୍ଟ କଲା ଜହ୍ଲାଦ ପ୍ରେମିକ ସାହିଲ ଖାଁ

The Independence:Land-Jihad-Dwarka

ଜମି ଜିହାଦର ଅନ୍ୟନାମ ଦ୍ୱାରକା

The Independence:Odisha-cant-make-progress-with-Shashikala-syndrome-Dharmendra

‘ଶଶୀକଳା ସିଣ୍ଡ୍ରୋମ’ କହିବାରୁ ସରକାରଙ୍କୁ ବାଧିଲା: ଧର୍ମେନ୍ଦ୍ର

The Independence:Land-Jihad-Love-Jihad-Jameen-Jihad-in-Odisha

ରାଜ୍ୟରେ ବଢ଼ୁଛି ଜିହାଦୀଙ୍କ ସଂଖ୍ୟା !

The Independence:The-Kerala-Story-Official-Trailer--Vipul-Amrutlal-Shah--Sudipto-Sen--Adah-Sharma--Aashin-A-Shah

The Kerala Story Official Trailer | Vipul Amrutlal Shah | Sudipto Sen | Adah Sharma | Aashin A Shah

The Independence:Guddu-Muslim-Odisha-Link-BJD

ଗୁଡ୍ଡୁ ମୁସଲମାନର ଖାସ୍, ବିଜେଡି ବିଧାୟକଙ୍କ ରାଇଟହାଣ୍ଡ

The Independence:important-files-of-the-jagannath-temple-administration-have-gone-missing

ଗାଏବ ହେଲା ଜଗନ୍ନାଥ ମନ୍ଦିର ପ୍ରଶାସନର ଗୁରୁତ୍ଵପୂର୍ଣ୍ଣ ଫାଇଲ

The Independence:Debacle-in-American-Banking-System

ଆମେରିକାର ବ୍ୟାଙ୍କିଂ ବ୍ୟବସ୍ଥାରେ ବିପର୍ଯ୍ୟୟ

The Independence:palghar-sadhu-lynching-case-to-be-investigated-by-cbi

ପାଲଘର ସାଧୁହତ୍ୟା ମାମଲାର ହେବ ସିବିଆଇ ତଦନ୍ତ

The Independence:Mix-Mandate-in-USA-Joe-Biden

ଆମେରିକାରେ ମିଶ୍ରିତ ଜନମତ

The Independence:Jayshankar-in-Fiji

ଫିଜିରେ ବିଜି ଜୟଶଙ୍କର

The Independence:Women-Freedom-Fighters-of-India-Name-List-and-Their-Roles

ଭାରତର ମହାନ ମହିଳା ସ୍ୱାଧୀନତା ସଂଗ୍ରାମୀମାନେ ଯାହାଙ୍କୁ ଇତିହାସକାରମାନେ ଭୁଲି ଯାଇଥିଲେ

The Independence:Dharmendra-Seeks-Centres-Intervention-For-Protection-Of-Archaeological-Assets-In-Odisha

ଓଡ଼ିଶାରେ ଅସୁରକ୍ଷିତ ଶିଶୁପାଳ ଗଡ଼ ଓ ଲଳିତଗିରି ପରି ଐତିହ୍ୟ କୀର୍ତ୍ତିରାଜି

The Independence:ଶ୍ରୀମନ୍ଦିରର-ପ୍ରସିଦ୍ଧ-ଦୋଳଯାତ୍ରା

ଶ୍ରୀମନ୍ଦିରର ପ୍ରସିଦ୍ଧ ଦୋଳଯାତ୍ରା

The Independence:Young-writer-Om-Priyadarshis-book-on-Paika-movement-released

ଉନ୍ମୋଚିତ ହେଲା ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଚୟନିତ ଓମ୍ ପ୍ରିୟଦର୍ଶୀଙ୍କ ପୁସ୍ତକ "ପାଇକ: ଜନ, ଆଖ୍ୟାନ ଓ ଆନ୍ଦୋଳନ"

The Independence:Baijayanta-Panda-listens-Man-Ki-Baat-Programme-at-Bhawanipatna

ଭବାନୀପାଟଣା “ମନ୍‌ କି ବାତ୍‌” କାର୍ଯ୍ୟକ୍ରମରେ ବୈଜୟନ୍ତ ପଣ୍ଡା

The Independence:ଜର୍ଜ-ସୋରୋସଙ୍କ--ନେଟୱର୍କ-ଓ-କଣ୍ଢେଇ-ମାନଙ୍କୁ-ଚିହ୍ନଟ--ଜରୁରୀ

ଜର୍ଜ ସୋରୋସଙ୍କ ନେଟୱର୍କ ଓ କଣ୍ଢେଇ ମାନଙ୍କୁ ଚିହ୍ନଟ ଜରୁରୀ