The Independence:BJC-candidate-Pranab-Das-showed-2-in-Arts-in-2009-while-science-student-showed-2-in-2024-is-ridiculous-Thachanambar-Acharya

 ଭୁବନେଶ୍ୱର, ତା.୦୭/୦୫:  ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ସ୍ୱଭାବ କବି ଗଙ୍ଗାଧର ମେହେର ଏବଂ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜନ୍ମିତ ସମ୍ବଲପୁର ପରି ସଂସ୍କୃତିସମ୍ପନ୍ନ ମାଟିରେ ନିଜର ଶିକ୍ଷାଗତ ଯୋଗ୍ୟତା ଓ ଆୟକୁ ଲୁଚାଇବା ଘଟଣା ସମ୍ବଲପୁରବାସୀଙ୍କ ପ୍ରତି ଅପମାନ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ବିଜେପି ନେତା ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ କହିଛନ୍ତି ।

ସେ କହିଛନ୍ତି ଯେ ଆମେ ଆନୁଷ୍ଠାନିକ ଭାବେ ବିଜୁ ଜନତା ଦଳର ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ନାମାଙ୍କନକୁ ବିରୋଧ କରି ଆବେଦନପତ୍ର ଦାଖଲ କରିଲୁ । ଆମର ଇଲେକସନ୍ ଏଜେଣ୍ଟ  ଆଇନଜୀବୀ ପ୍ରଦୀପ ବହିଦାର ଶ୍ରୀ ଦାସଙ୍କ ନାମାଙ୍କନ ପତ୍ରକୁ ବିଧିବଦ୍ଧ ଭାବେ ଅବଜେକସନ୍ କରିଥିଲେ । ଆମେ ମୁଖ୍ୟତଃ ୩ଟି ଗ୍ରାଉଣ୍ଡରେ ଶ୍ରୀ ଦାସ ମିଥ୍ୟା ସତ୍ୟପାଠ ଦାଖଲ କରିଛନ୍ତି ବୋଲି ରିଟର୍ଣ୍ଣି ଅଫିସର ତଥା ସମ୍ବଲପୁର ଜିଲ୍ଲାପାଳଙ୍କ ନିକଟରେ ଯୁକ୍ତି ଉପସ୍ଥାପନ କରିଥିଲୁ । ଶିକ୍ଷାଗତ ଯୋଗ୍ୟତା ୨୦୦୯ରେ ଯୁକ୍ତ ଦୁଇ କଳା ପାସ ବୋଲି ସତ୍ୟପାଠରେ ଲେଖିଥିଲେ । ୨୦୨୪ରେ ସେ ନିଜକୁ ଯୁକ୍ତ ଦୁଇ ବିଜ୍ଞାନ ଛାତ୍ର ବୋଲି ଦାବି କରିଛନ୍ତି । ଅର୍ଥାତ୍ ତାଙ୍କର ଶିକ୍ଷାଗତ ଯୋଗ୍ୟତା ହେଉଛି ଯୁକ୍ତ ଦୁଇ ପାସ । ଦ୍ୱିତୀୟ ଅଭିଯୋଗ ଥିଲା, ଶ୍ରୀ ଦାସ ନିଜର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ବାବଦରେ ସମ୍ପୂର୍ଣ୍ଣ ତଥ୍ୟ ଦେଇନାହାନ୍ତି । ତଥ୍ୟ ଲୁଚାଇଛନ୍ତି । ତୃତୀୟ ଅଭିଯୋଗ ୨୦୧୯-୨୦ ଆର୍ଥକ ବର୍ଷ ପାଇଁ ସେ ନିଜର ଆୟ ଜିରୋ ବୋଲି ଦର୍ଶାଇଛନ୍ତି । ସେ ବିଧାୟକ ଭାବେ ଦରମା ଓ ଅନ୍ୟାନ୍ୟ ଭତ୍ତା ପାଉଛନ୍ତି । ସତ୍ୟପାଠରେ ୫ ବର୍ଷର ଆୟ ଦର୍ଶାଇବା କଥା । ସେ ୪ ବର୍ଷର ଦର୍ଶାଇଛନ୍ତି ଏବଂ ଗୋଟିଏ ବର୍ଷର ଆୟ ଲୁଚାଇଛନ୍ତି । ଏହା ହେଉଛି ଏକ ଭାଇଟାଲ ଡିଫେକ୍ଟ । ଏହି ଆଧାରରେ ମାନ୍ୟବର ସୁପ୍ରିମକୋର୍ଟ ଏବଂ ହାଇକୋର୍ଟ ଅନେକ ନିର୍ବାଚିତ ବିଧାୟକ ଓ ସାଂସଦଙ୍କ ନିର୍ବାଚନକୁ ଖାରଜ କରିଛନ୍ତି । ଓଡ଼ିଶା ହାଇକୋର୍ଟ ସୁନ୍ଦରଗଡ଼ ପୂର୍ବତନ ବିଧାୟକ ଯୋଗେଶ ସିଂ ଏବଂ କଟକର ପୂର୍ବତନ ବିଧାୟକଙ୍କ ନିର୍ବାଚନକୁ ଭୁଲ ସତ୍ୟପାଠ ପାଇଁ ଖାରଜ କରିଛନ୍ତି ।

ପରବର୍ତ୍ତୀ ସମୟରେ ଏହାର ଉଚିତ ଜବାବ ସମ୍ବଲପୁରବାସୀ ଦେବେ । ଯଦିଓ ଏହାକୁ ରିଟର୍ଣ୍ଣି ଅଫିସର ସମ୍ପୂର୍ଣ୍ଣ ଏକତରଫା ଭାବେ ମିଥ୍ୟା ସତ୍ୟପାଠ ଗ୍ରହଣ କରିଛନ୍ତି । ପରବର୍ତ୍ତୀ ଅବସ୍ଥାରେ ଏହାକୁ ଉପଯୁକ୍ତ ଫୋରମ୍ରେ ଅଦାଲତରେ ସେ ବାବଦରେ ଉପସ୍ଥାପନ କରାଯାଇପାରେ ବୋଲି ଶ୍ରୀ ଆଚାର୍ଯ୍ୟ କହିଛନ୍ତି 

Author Image

RELATED NEWS

Recent Posts

The Independence:ପାଣ୍ଡିଆନଙ୍କ-ରାଜନୈତିକ-ଅଭିଳାଷକୁ-ଚରିତାର୍ଥ-କରିବା-ପାଇଁ-ବିଜେଡିର-ମ୍ୟାନିଫେଷ୍ଟୋ-ଆସିଛି-ଅନିଲ-ବିଶ୍ୱାଳ

ପାଣ୍ଡିଆନଙ୍କ-ରାଜନୈତିକ-ଅଭିଳାଷକୁ-ଚରିତାର୍ଥ-କରିବା-ପାଇଁ-ବିଜେଡିର-ମ୍ୟାନିଫେଷ୍ଟୋ-ଆସିଛି-ଅନିଲ-ବିଶ୍ୱାଳ

The Independence:Prime-Minister-Modi-will-come-to-Odisha-tomorrow

କାଲି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ

The Independence:Naveen-Bishnudev-Sai-has-not-done-anything-new-for-the-development-of-Odisha

ଓଡ଼ିଶାର ବିକାଶ ପାଇଁ ନୂଆ କିଛି କରିନାହାନ୍ତି ନବୀନ –ବିଷ୍ଣୁଦେବ ସାଏ

The Independence:Union-Ministers-response-to-allegations-of-BJP-breaking-BJD

ବିଜେଡିକୁ ବିଜେପି ଭାଙ୍ଗି ଦେବା ଅଭିଯୋଗ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା

The Independence:BJP-delegation-met-the-Chief-Electoral-Officer-of-the-state

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:The-Union-Minister-went-door-to-door-in-Sambalpur

ସମ୍ବଲପୁରରେ ଘର ଘର ବୁଲି ପ୍ରଚାର କଲେ କେନ୍ଦ୍ରମନ୍ତ୍ରୀ

The Independence:Hundreds-of-BJJ-leaders-and-workers-from-Bari-constituency-joined-the-BJP

ବରୀ ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେଡି ନେତା ଓ କର୍ମୀ ବିଜେପିରେ ଯୋଗ ଦେଲେ

The Independence:BJP-delegation-met-the-Chief-Electoral-Officer-of-the-state

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:PMs-press-conference-in-Sambalpur-with-Modi-guarantee-and-Odisha-resolution-letter

ମୋଦୀ ଗ୍ୟାରେଣ୍ଟି ଏବଂ ଓଡ଼ିଶା ସଂକଳ୍ପ ପତ୍ର ନେଇ ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରେସମିଟ୍

The Independence:BJG-government-will-end-Baijayant-Panda

ବିଜେଡି ସରକାରର ଅନ୍ତ ହେବ: ବୈଜୟନ୍ତ ପଣ୍ଡା

The Independence:BJC-candidate-Pranab-Das-showed-2-in-Arts-in-2009-while-science-student-showed-2-in-2024-is-ridiculous-Thachanambar-Acharya

ବିଜେଡି ପ୍ରାର୍ଥୀ ପ୍ରଣବ ଦାସ ସତ୍ୟପାଠରେ ୨୦୦୯ରେ +୨ କଳା ଦେଖାଇଥିବା ବେଳେ ୨୦୨୪ରେ +୨ ବିଜ୍ଞାନ ଛାତ୍ର ଦେଖାଇବା ହାସ୍ୟାସ୍ପଦ: ପିତାମ୍ବର ଆଚାର୍ଯ୍ୟ

The Independence:Union-Minister-in-Sambalpur-at-the-merger-festival

ସମ୍ବଲପୁରରେ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ

The Independence:ରାଜ୍ୟ-ମୁଖ୍ୟ-ନିର୍ବାଚନ-ଅଧିକାରୀଙ୍କୁ-ଭେଟିଲା-ବିଜେପି-ପ୍ରତିନିଧିମଣ୍ଡଳୀ

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:June-4-Expiry-date-of-BJG-Govt---Prime-Minister

ଜୁନ୍ ୪ ବିଜେଡି ସରକାରର ଏକ୍ସପାୟରୀ ଡେଟ୍ – ପ୍ରଧାନମନ୍ତ୍ରୀ

The Independence:If-the-BJP-government-is-formed-in-Odisha-drinking-water-problem-will-be-solved-as-a-priority-Bhatrahari-Mahatab

ଓଡ଼ିଶାରେ ବିଜେପି ସରକାର ଗଠନ କଲେ ଅଗ୍ରାଧିକାର ଭିତିରେ ପାନୀୟ ଜଳ ସମସ୍ୟାର ସମାଧାନ କରାଯିବ: ଭତୃହରି ମହତାବ

The Independence:Cow-Slaughtering-Beef-Smuggling-in-Odisha-High

Odisha : ବୃଦ୍ଧି ପାଇବାରେ ଲାଗିଛି ଗୋମାଂସ ଚୋରାଚାଲାଣ

The Independence:Odisha-Cow-Slaughtering

Odisha : ଗୋ ମାଂସ ବୋଝେଇ ଟ୍ରକ ଜବତ

The Independence:Jagannath-Temple-Odisha-Mumbai

ଓଡିଶା ବାହାରେ ମହାପ୍ରଭୁ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର

The Independence:Modi-Government-9-Years-Seva-Susasan-Garib-Kalyana

ନ’ ବର୍ଷର ସୁଶାସନ

The Independence:Rath-Yatra-2023-Lakhs-of-devotees-witness-Suna-Besha-of-Holy-Trinity-in-Puri

ଶ୍ରୀକ୍ଷେତ୍ରରେ ରଥାରୁଢ଼ ଶ୍ରୀଜୀଉଙ୍କ ସୁନାବେଶ, ମହଣ ମହଣ ସୁନା ଅଳଙ୍କାରରେ ସଜ୍ଜିତ ତିନି ଠାକୁର

The Independence:Puri-Ratha-Jatra-2023-Jay-Jagannath

ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ତିନି ରଥ

The Independence:Ratha-Jatra-2023-ନୀଳାଦ୍ରିବିଜେରେ-ନୀଳକନ୍ଦରକୁ-ଫେରନ୍ତି-ନୀଳାଦ୍ରିନାଥ-ସରେ-ଜନ୍ମବେଦି-ଲୀଳା

Ratha Jatra 2023: ନୀଳାଦ୍ରିବିଜେରେ ନୀଳକନ୍ଦରକୁ ଫେରନ୍ତି ନୀଳାଦ୍ରିନାଥ; ସରେ ଜନ୍ମବେଦି ଲୀଳା

The Independence:Jagannath-Temple-Rath-Jatra

ଏକାବନ ଦିନରେ ଚଳଚଞ୍ଚଳ ରଥଖଳା

The Independence:ପ୍ରେମିକାକୁ-ଛୁରୀ-ଭୁଷିଲା-ପଥରରେ-ଛେଚି-ମୁହଁ-ନଷ୍ଟ-କଲା-ଜହ୍ଲାଦ-ପ୍ରେମିକ-ସାହିଲ-ଖାଁ

ପ୍ରେମିକାକୁ ଛୁରୀ ଭୁଷିଲା, ପଥରରେ ଛେଚି ମୁହଁ ନଷ୍ଟ କଲା ଜହ୍ଲାଦ ପ୍ରେମିକ ସାହିଲ ଖାଁ

The Independence:Land-Jihad-Dwarka

ଜମି ଜିହାଦର ଅନ୍ୟନାମ ଦ୍ୱାରକା