The Independence:Baijayanta-Panda-listens-Man-Ki-Baat-Programme-at-Bhawanipatna

ଭବାନୀପାଟଣା/ଭୁବନେଶ୍ବର, -ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀ ବୈଜୟନ୍ତ ପଣ୍ଡା ଦିନିକିଆ କଳାହାଣ୍ଡି ଗସ୍ତ ଅବସରରେ ଆଜି କଳାହାଣ୍ଡି ଜିଲ୍ଲା ବିଜେପି ପକ୍ଷରୁ ଆୟୋଜିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୯୮ତମ “ମନ୍‌ କି ବାତ୍‌” କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ସମାଜ ପାଇଁ ବଳିଷ୍ଠ ଅବଦାନ ଦେଇଥିବା ବିଶିଷ୍ଠ ଶିକ୍ଷାବିତ ପ୍ରଭାସ ମିଶ୍ର, ବରିଷ୍ଠ  ସାମ୍ବାଦିକ ଉମା କର, ଅବସରପ୍ରାପ୍ତ ସେନା ଅଧିକାରୀ ବ୍ରଜ ମୋହନ ମହାନ୍ତି, ପୂର୍ବତନ ଜିଲ୍ଲା ସଭାପତି ଗୌର ଚନ୍ଦ୍ର ପଣ୍ଡା, ବରିଷ୍ଟ ଚିକିତ୍ସକ ଡା ଜଳନ୍ଧର ମେହେର ଏବଂ ସମାଜସେବୀ ମାନସୀ ଜେନାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଳାହାଣ୍ଡି ସାଂସଦ ଶ୍ରୀ ବସନ୍ତ ପଣ୍ଡା, ଜିଲ୍ଲା ସଭାପତି ଦେବେନ୍ଦ୍ର ମହାନ୍ତି, ମଣ୍ଡଳ ସଭାପତି ସନ୍ତୋଷ ବିଶି, ବୁଥ୍ ସଭାପତି ରୋଶନ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ରହି ପ୍ରଧାନମନ୍ତ୍ରୀଙ୍କ “ମନ୍‌ କି ବାତ୍‌” ଶୁଣିଥିଲେ। 

ପରେ ଏକ ଛୋଟ ମିଶ୍ରଣ ପର୍ବରେ ପୂର୍ବତନ ସରପଞ୍ଚ ବେଲମତୀ ନାୟକ, ବୁଧୁବାରୀ ନାୟକ, ମଧୁସୂଦନ ନାୟକ, ଯୁବନେତା ଆଶୁତୋଷ ଦାଶ, କ୍ରିଷ୍ଣା ମହାପାତ୍ର ଓ ସୌରଭ ପଣ୍ଡାଙ୍କୁ ଉତ୍ତରୀୟ ଦେଇ ଶ୍ରୀ ପଣ୍ଡା ଦଳକୁ ସ୍ବାଗତ କରିଥିଲେ।

Author Image

Independence News

Recent Posts

The Independence:Odisha-cant-make-progress-with-Shashikala-syndrome-Dharmendra

‘ଶଶୀକଳା ସିଣ୍ଡ୍ରୋମ’ କହିବାରୁ ସରକାରଙ୍କୁ ବାଧିଲା: ଧର୍ମେନ୍ଦ୍ର

The Independence:Land-Jihad-Love-Jihad-Jameen-Jihad-in-Odisha

ରାଜ୍ୟରେ ବଢ଼ୁଛି ଜିହାଦୀଙ୍କ ସଂଖ୍ୟା !

The Independence:The-Kerala-Story-Official-Trailer--Vipul-Amrutlal-Shah--Sudipto-Sen--Adah-Sharma--Aashin-A-Shah

The Kerala Story Official Trailer | Vipul Amrutlal Shah | Sudipto Sen | Adah Sharma | Aashin A Shah

The Independence:Guddu-Muslim-Odisha-Link-BJD

ଗୁଡ୍ଡୁ ମୁସଲମାନର ଖାସ୍, ବିଜେଡି ବିଧାୟକଙ୍କ ରାଇଟହାଣ୍ଡ

The Independence:important-files-of-the-jagannath-temple-administration-have-gone-missing

ଗାଏବ ହେଲା ଜଗନ୍ନାଥ ମନ୍ଦିର ପ୍ରଶାସନର ଗୁରୁତ୍ଵପୂର୍ଣ୍ଣ ଫାଇଲ

The Independence:Debacle-in-American-Banking-System

ଆମେରିକାର ବ୍ୟାଙ୍କିଂ ବ୍ୟବସ୍ଥାରେ ବିପର୍ଯ୍ୟୟ

The Independence:palghar-sadhu-lynching-case-to-be-investigated-by-cbi

ପାଲଘର ସାଧୁହତ୍ୟା ମାମଲାର ହେବ ସିବିଆଇ ତଦନ୍ତ

The Independence:Mix-Mandate-in-USA-Joe-Biden

ଆମେରିକାରେ ମିଶ୍ରିତ ଜନମତ

The Independence:Jayshankar-in-Fiji

ଫିଜିରେ ବିଜି ଜୟଶଙ୍କର

The Independence:Women-Freedom-Fighters-of-India-Name-List-and-Their-Roles

ଭାରତର ମହାନ ମହିଳା ସ୍ୱାଧୀନତା ସଂଗ୍ରାମୀମାନେ ଯାହାଙ୍କୁ ଇତିହାସକାରମାନେ ଭୁଲି ଯାଇଥିଲେ

The Independence:Dharmendra-Seeks-Centres-Intervention-For-Protection-Of-Archaeological-Assets-In-Odisha

ଓଡ଼ିଶାରେ ଅସୁରକ୍ଷିତ ଶିଶୁପାଳ ଗଡ଼ ଓ ଲଳିତଗିରି ପରି ଐତିହ୍ୟ କୀର୍ତ୍ତିରାଜି

The Independence:ଶ୍ରୀମନ୍ଦିରର-ପ୍ରସିଦ୍ଧ-ଦୋଳଯାତ୍ରା

ଶ୍ରୀମନ୍ଦିରର ପ୍ରସିଦ୍ଧ ଦୋଳଯାତ୍ରା

The Independence:Young-writer-Om-Priyadarshis-book-on-Paika-movement-released

ଉନ୍ମୋଚିତ ହେଲା ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଚୟନିତ ଓମ୍ ପ୍ରିୟଦର୍ଶୀଙ୍କ ପୁସ୍ତକ "ପାଇକ: ଜନ, ଆଖ୍ୟାନ ଓ ଆନ୍ଦୋଳନ"

The Independence:Baijayanta-Panda-listens-Man-Ki-Baat-Programme-at-Bhawanipatna

ଭବାନୀପାଟଣା “ମନ୍‌ କି ବାତ୍‌” କାର୍ଯ୍ୟକ୍ରମରେ ବୈଜୟନ୍ତ ପଣ୍ଡା

The Independence:ଜର୍ଜ-ସୋରୋସଙ୍କ--ନେଟୱର୍କ-ଓ-କଣ୍ଢେଇ-ମାନଙ୍କୁ-ଚିହ୍ନଟ--ଜରୁରୀ

ଜର୍ଜ ସୋରୋସଙ୍କ ନେଟୱର୍କ ଓ କଣ୍ଢେଇ ମାନଙ୍କୁ ଚିହ୍ନଟ ଜରୁରୀ

The Independence:China-Baloon-Spy-in-India

କ୍ଷେପଣାସ୍ତ୍ରଧାରୀ ବେଲୁନ ପାଇଁ ଚିନ୍ତା

The Independence:paribarbad-in-supreme-court

ସୁପ୍ରିମକୋର୍ଟରେ ବଂଶବାଦ

The Independence:Islamic-Terrorists-Journalism-Mukhtar-Baba

ସନ୍ତ୍ରାସବାଦୀ ସାମ୍ବାଦିକ

The Independence:TN-Pastor-Arrested-Under-POCSO-Act-For-Sexually-Assaulting-15-Year-Old-School-Girl-In-Tiruppur

୧୫ ବର୍ଷିଆ ସ୍କୁଲ ଛାତ୍ରୀଙ୍କୁ ଯୌନ ଶୋଷଣ ଅଭିଯୋଗରେ ଗିରଫ ହେଲେ ଖ୍ରୀଷ୍ଟିଆନ ପାଷ୍ଟର

The Independence:Warangal-Police-arrested-Azmad-Ali-Abu-for-repeatedly-raping-a-minor-girl

ହିନ୍ଦୁ ନାବାଳିକାଙ୍କୁ ବଳାତ୍କାର କରିଥିବାରୁ ଅମଜାଦ ଅଲ୍ଲି ଓ ଆବୁକୁ ଗିରଫ କରିଲା ଓାରାଙ୍ଗଲ ପୋଲିସ

The Independence:Islamists-harass-Sabarimala-pilgrims-returning-to-Andhra-Pradesh-by-train

ସାବରିମାଲାରୁ ଫେରୁଥିବା ଭକ୍ତମାନଙ୍କୁ ଇସଲାମିଷ୍ଟମାନଙ୍କର ଅସଦାଚରଣ

The Independence:They-performed-Namaz-3-times-nobody-objected-Ex-Army-man-thrashed-by-pantry-car-staff-after-he-sits-down-to-chant-Mantras-case-filed

ଟ୍ରେନରେ ତିନି ଥର ନମାଜ ହେଲା, କିନ୍ତୁ ଜଣେ ଅବସରପ୍ରାପ୍ତ ସୈନିକ ତଳେ ବସି ମନ୍ତ୍ର ପାଠ କରିବାରୁ ପ୍ୟାଂଟ୍ରି କର୍ମଚାରୀ ମାରିଲେ ମାଡ

The Independence:Gandhi-Revenge-Riots-killed-8000-Brahmins

ଗାନ୍ଧିଙ୍କ ପାଇଁ ଆଠ ହଜାର ବ୍ରାହ୍ମଣ ହତ୍ୟା

The Independence:Complaint-Filed-Against-Christian-Org-For-Intoxicating-Minors-And-Converting-Them

ଛୋଟ ପିଲମାନଙ୍କୁ ପ୍ରଲୋଭନ କରି ଚର୍ଚ୍ଚ ନେଉଥିବା ଓ ଖ୍ରୀଷ୍ଟିଆନ କରାଉଥିବା ବେଳେ ଧରାପଡିଲେ ପାଦ୍ରୀ

The Independence:Guntur-Govt-Hospital-Staff-Make-Merry-Christmas-Making-Public-Wait-Behave-Rudely-When-Questioned

ରୋଗୀମାନଙ୍କ ସେବା ଛାଡି ଗୁଂଟୁର ଡାକ୍ତରଖାନାର କର୍ମଚାରୀମାନେ ଖ୍ରୀଷ୍ଟମାସ ପାଳିଲେ, ଲୋକେ ପ୍ରତିବାଦ କରିବାରୁ ଖରାପ ବ୍ୟବହାର କଲେ