The Independence:Hyderabad-2-burqa-clad-women-held-for-vandalizing-Goddess-Durga-idol-in-Durga-Puja-Pandal

 ଏବେ ଏବେ ଦଶହରା ସରିଛି । ସେହି ସମୟରେ ହାଇଦ୍ରାବାଦରେ ଏକ ଘଟଣା ଘଟିଥିଲା ଯାହାକୁ ପ୍ରାୟତଃ ଅନେକ ବଡ ବଡ ଜାତୀୟ ଗଣମାଧ୍ୟମ ଦେଖାଇ ନଥିଲେ । ସେପ୍ଟେମ୍ବର ୨୭ ତାରିଖରେ ହାଇଦ୍ରାବାଦରେ ଦୁଇ ଜଣ ମୁସଲିମ ମହିଳା ବୁର୍ଖା ପିନ୍ଧି ଏପରି କାମ କରିଛନ୍ତି ଯାହା ସେମାନଙ୍କର ଘୃଣ୍ୟ ମାନସିକତାକୁ ପଦାରେ ପକାଇଛି ।

ହାଇଦ୍ରାବାଦର ଖୈରାତବାଦ ଅଂଚଳରେ ଏହି ଦୁଇ ମହିଳା ପ୍ରଥମେ ଗୋଟିଏ ଖ୍ରୀଷ୍ଟିଆନମାନଙ୍କର ଭଗବାନ ମେରିଙ୍କର ମୃତିକୁ ଭାଙ୍ଗିଥିଲେ । ଏହାପରେ ସେମାନେ ସେଠାରେ ଥିବା ଦୁର୍ଗା ମୃତିକୁ ମଧ୍ୟ ଭାଙ୍ଗିଥିଲେ । ସ୍ଥାନୀୟ ହିନ୍ଦୁ ଲୋକମାନେ ଏହା ଦେଖି ଏହାର ବିରୋଧ କରି ସେମାନଙ୍କୁ କାବୁ କରି ପୋଲିସରେ ଜିମା ଦେଇଥିଲେ । ମହିଳା ଦୁଇଜଣଙ୍କର ବୟସ ୨୨ ରୁ ୨୫ ବର୍ଷ ଭିତରେ ।

ସାରା ଦେଶରେ ମୌଳବାଦି ଜିହାଦି ସଙ୍ଗଠନ ପପୁଲାର ଫ୍ରଂଟ ଅଫ ଇଣ୍ଡିଆକୁ ପ୍ରତିବନ୍ଧିତ କରାଯିବା ପରେ ମହିଳା ଦୁଇଜଣ ଏପରି କରିଥିବାର ଆଶଙ୍କା କରାଯାଉଛି । ଏହି ଦୁଇ ଜଣ ସେହି ରିଲିଜିଅନ ଆତଙ୍କବାଦୀ ସଙ୍ଗଠନ ପିଏଫଆଇର ସଦସ୍ୟ ବୋଲି କୁହାଯାଉଛି । ହେଲେ ପୋଲିସ ସେହି ବିଷୟରେ କିଛି କହୁନାହିଁ ।

ହାଇଦ୍ରାବାଦର ସେଂଟ୍ରାଲ ଜୋନର ଡିସିପି କହିଛନ୍ତି ଯେ ସେହି ମହିଳା ଦୁଇ ଜଣ ନିଜର ନାଁ କି ଠିକଣା କିଛି କହୁନାହାନ୍ତି । ସେମାନେ କେଉଁଠୁ ଆସିଥିଲେ, କାହିଁକି ସେମାନେ ଏପରି ଅନ୍ୟ ଧର୍ମର ମୃତିକୁ ଭାଙ୍ଗିବା ପାଇଁ ଚାହୁଁଛନ୍ତି ତାହା ପୋଲିସ ସେମାନଙ୍କର ଠାରୁ ଜାଣିବା ପାଇଁ ଚାହୁଁଥିବା ବେଳେ ସେମାନେ କିନ୍ତୁ ଚାଲାକି କରି କିଛି କହୁନାହାନ୍ତି ।

ସେମାନେ ଏପରି ଅଭିନୟ କରୁଛନ୍ତି ଯେପରି ସେମାନେ ମାନସିକ ରୋଗୀ । ଆଗରୁ ଅନେକ ଘଟଣାରେ ପିଏଫଆଇର ସଦସ୍ୟମାନେ ପୋଲିସ ହାତରେ ଧରାପଡିବା ମାତ୍ରେ ମାନସୀକ ରୋଗୀର ଅଭିନୟ କରନ୍ତି ।

Author Image

Independence News

Recent Posts

The Independence:ପାଣ୍ଡିଆନଙ୍କ-ରାଜନୈତିକ-ଅଭିଳାଷକୁ-ଚରିତାର୍ଥ-କରିବା-ପାଇଁ-ବିଜେଡିର-ମ୍ୟାନିଫେଷ୍ଟୋ-ଆସିଛି-ଅନିଲ-ବିଶ୍ୱାଳ

ପାଣ୍ଡିଆନଙ୍କ-ରାଜନୈତିକ-ଅଭିଳାଷକୁ-ଚରିତାର୍ଥ-କରିବା-ପାଇଁ-ବିଜେଡିର-ମ୍ୟାନିଫେଷ୍ଟୋ-ଆସିଛି-ଅନିଲ-ବିଶ୍ୱାଳ

The Independence:Prime-Minister-Modi-will-come-to-Odisha-tomorrow

କାଲି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ

The Independence:Naveen-Bishnudev-Sai-has-not-done-anything-new-for-the-development-of-Odisha

ଓଡ଼ିଶାର ବିକାଶ ପାଇଁ ନୂଆ କିଛି କରିନାହାନ୍ତି ନବୀନ –ବିଷ୍ଣୁଦେବ ସାଏ

The Independence:Union-Ministers-response-to-allegations-of-BJP-breaking-BJD

ବିଜେଡିକୁ ବିଜେପି ଭାଙ୍ଗି ଦେବା ଅଭିଯୋଗ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା

The Independence:BJP-delegation-met-the-Chief-Electoral-Officer-of-the-state

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:The-Union-Minister-went-door-to-door-in-Sambalpur

ସମ୍ବଲପୁରରେ ଘର ଘର ବୁଲି ପ୍ରଚାର କଲେ କେନ୍ଦ୍ରମନ୍ତ୍ରୀ

The Independence:Hundreds-of-BJJ-leaders-and-workers-from-Bari-constituency-joined-the-BJP

ବରୀ ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେଡି ନେତା ଓ କର୍ମୀ ବିଜେପିରେ ଯୋଗ ଦେଲେ

The Independence:BJP-delegation-met-the-Chief-Electoral-Officer-of-the-state

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:PMs-press-conference-in-Sambalpur-with-Modi-guarantee-and-Odisha-resolution-letter

ମୋଦୀ ଗ୍ୟାରେଣ୍ଟି ଏବଂ ଓଡ଼ିଶା ସଂକଳ୍ପ ପତ୍ର ନେଇ ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରେସମିଟ୍

The Independence:BJG-government-will-end-Baijayant-Panda

ବିଜେଡି ସରକାରର ଅନ୍ତ ହେବ: ବୈଜୟନ୍ତ ପଣ୍ଡା

The Independence:BJC-candidate-Pranab-Das-showed-2-in-Arts-in-2009-while-science-student-showed-2-in-2024-is-ridiculous-Thachanambar-Acharya

ବିଜେଡି ପ୍ରାର୍ଥୀ ପ୍ରଣବ ଦାସ ସତ୍ୟପାଠରେ ୨୦୦୯ରେ +୨ କଳା ଦେଖାଇଥିବା ବେଳେ ୨୦୨୪ରେ +୨ ବିଜ୍ଞାନ ଛାତ୍ର ଦେଖାଇବା ହାସ୍ୟାସ୍ପଦ: ପିତାମ୍ବର ଆଚାର୍ଯ୍ୟ

The Independence:Union-Minister-in-Sambalpur-at-the-merger-festival

ସମ୍ବଲପୁରରେ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ

The Independence:ରାଜ୍ୟ-ମୁଖ୍ୟ-ନିର୍ବାଚନ-ଅଧିକାରୀଙ୍କୁ-ଭେଟିଲା-ବିଜେପି-ପ୍ରତିନିଧିମଣ୍ଡଳୀ

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:June-4-Expiry-date-of-BJG-Govt---Prime-Minister

ଜୁନ୍ ୪ ବିଜେଡି ସରକାରର ଏକ୍ସପାୟରୀ ଡେଟ୍ – ପ୍ରଧାନମନ୍ତ୍ରୀ

The Independence:If-the-BJP-government-is-formed-in-Odisha-drinking-water-problem-will-be-solved-as-a-priority-Bhatrahari-Mahatab

ଓଡ଼ିଶାରେ ବିଜେପି ସରକାର ଗଠନ କଲେ ଅଗ୍ରାଧିକାର ଭିତିରେ ପାନୀୟ ଜଳ ସମସ୍ୟାର ସମାଧାନ କରାଯିବ: ଭତୃହରି ମହତାବ

The Independence:Cow-Slaughtering-Beef-Smuggling-in-Odisha-High

Odisha : ବୃଦ୍ଧି ପାଇବାରେ ଲାଗିଛି ଗୋମାଂସ ଚୋରାଚାଲାଣ

The Independence:Odisha-Cow-Slaughtering

Odisha : ଗୋ ମାଂସ ବୋଝେଇ ଟ୍ରକ ଜବତ

The Independence:Jagannath-Temple-Odisha-Mumbai

ଓଡିଶା ବାହାରେ ମହାପ୍ରଭୁ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର

The Independence:Modi-Government-9-Years-Seva-Susasan-Garib-Kalyana

ନ’ ବର୍ଷର ସୁଶାସନ

The Independence:Rath-Yatra-2023-Lakhs-of-devotees-witness-Suna-Besha-of-Holy-Trinity-in-Puri

ଶ୍ରୀକ୍ଷେତ୍ରରେ ରଥାରୁଢ଼ ଶ୍ରୀଜୀଉଙ୍କ ସୁନାବେଶ, ମହଣ ମହଣ ସୁନା ଅଳଙ୍କାରରେ ସଜ୍ଜିତ ତିନି ଠାକୁର

The Independence:Puri-Ratha-Jatra-2023-Jay-Jagannath

ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ତିନି ରଥ

The Independence:Ratha-Jatra-2023-ନୀଳାଦ୍ରିବିଜେରେ-ନୀଳକନ୍ଦରକୁ-ଫେରନ୍ତି-ନୀଳାଦ୍ରିନାଥ-ସରେ-ଜନ୍ମବେଦି-ଲୀଳା

Ratha Jatra 2023: ନୀଳାଦ୍ରିବିଜେରେ ନୀଳକନ୍ଦରକୁ ଫେରନ୍ତି ନୀଳାଦ୍ରିନାଥ; ସରେ ଜନ୍ମବେଦି ଲୀଳା

The Independence:Jagannath-Temple-Rath-Jatra

ଏକାବନ ଦିନରେ ଚଳଚଞ୍ଚଳ ରଥଖଳା

The Independence:ପ୍ରେମିକାକୁ-ଛୁରୀ-ଭୁଷିଲା-ପଥରରେ-ଛେଚି-ମୁହଁ-ନଷ୍ଟ-କଲା-ଜହ୍ଲାଦ-ପ୍ରେମିକ-ସାହିଲ-ଖାଁ

ପ୍ରେମିକାକୁ ଛୁରୀ ଭୁଷିଲା, ପଥରରେ ଛେଚି ମୁହଁ ନଷ୍ଟ କଲା ଜହ୍ଲାଦ ପ୍ରେମିକ ସାହିଲ ଖାଁ

The Independence:Land-Jihad-Dwarka

ଜମି ଜିହାଦର ଅନ୍ୟନାମ ଦ୍ୱାରକା