The Independence:Hyderabad-FIR-Registered-Against-Christian-Family-Who-Had-Abused-Hindus-For-Making-Rangoli-On-Diwali

 ହାଇଦ୍ରାବାଦରେ ଏକ ଆପାର୍ଟମେଂଟରେ ଦିପାବଳୀ ଦିନ ଖ୍ରୀଷ୍ଟିଆନ ପରିବାରମାନେ ହିନ୍ଦୁମାନଙ୍କୁ ରଙ୍ଗୋଲୀ କରାଇନଦେବା ପରେ ହୋଇଥିବା ପ୍ରତିବାଦର ପ୍ରଭାବ ପଡିଛି । ପୋଲିସ ମାମଲାର ତଦନ୍ତ ଆରମ୍ଭ କରିଛି । ଘଟଣାଟି ଗୋଲକୁଣ୍ଡା କ୍ରସ ରୋଡର ଅର୍ଚ୍ଚନା ଆର୍ପାଟମେଂଟରେ ହୋଇଥିଲା ।

ଆପାର୍ଟମେଂଟରେ ହିନ୍ଦୁମାନେ ଯେତେବେଳେ ଦିପାବଳୀ ଦିନ ନିଜ ନିଜର ଘର ସାମନାରେ ରଙ୍ଗୋଲୀ କରୁଥିଲେ ସେତେବେଳେ ସେଠାରେ ରହୁଥିବା ଖ୍ରୀଷ୍ଟିଆନମାନେ ଏହା ବିରୋଧରେ ହୋ ହାଲା କରିଥିଲେ । ଏହାର ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ କିଛି ଲୋକ ସେଆର କରିଥିଲେ ଯାହାକୁ ନେଇ ଏକ ଆଲୋଡନ ସୃଷ୍ଟି ହୋଇଥିଲା ।

ଏହା ପରେ ସହରରେ ଥିବା କିଛି ହିନ୍ଦୁ ସଙ୍ଗଠନ ପକ୍ଷ୍ୟରୁ ଏହାର ପ୍ରତିବାଦ କରାଯାଇଥିଲା । ହେଲେ ଏହା ଉପରେ ପୋଲିସ କୌଣସି ପଦକ୍ଷେପ ନେଉନଥିଲା । ହେଲେ ପରବର୍ତୀ ଦିନମାନଙ୍କରେ ଆନ୍ଦୋଳନ ବୃଦ୍ଧି ପାଇବାରୁ ସ୍ଥାନୀୟ ଚିକଡାପାଲି ପୋଲିସ ପକ୍ଷ୍ୟରୁ ଏହା ଉପରେ ତଦନ୍ତ ଆରମ୍ଭ ହେଲା । ପୋଲିସ ଏହି ଘଟଣାରେ ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗୋନା ଖ୍ରିଷ୍ଟୋଫର ବିରୋଧରେ ଦଫା ୫୦୬ ଓ ୫୦୯ରେ ମୋକଦ୍ଦମା ରୁଜୁ କରିଛି । ଏହି ଘଟଣାରେ କିଛି ଏକ୍ସ ଖ୍ରୀଷ୍ଟିଆନମାନେ ହିନ୍ଦୁମାନଙ୍କ ସପକ୍ଷରେ ବାହାରିଥିଲେ ।

Author Image

Independence News

Recent Posts

The Independence:Prime-Minister-Modi-will-come-to-Odisha-tomorrow

କାଲି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ

The Independence:Naveen-Bishnudev-Sai-has-not-done-anything-new-for-the-development-of-Odisha

ଓଡ଼ିଶାର ବିକାଶ ପାଇଁ ନୂଆ କିଛି କରିନାହାନ୍ତି ନବୀନ –ବିଷ୍ଣୁଦେବ ସାଏ

The Independence:Union-Ministers-response-to-allegations-of-BJP-breaking-BJD

ବିଜେଡିକୁ ବିଜେପି ଭାଙ୍ଗି ଦେବା ଅଭିଯୋଗ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା

The Independence:BJP-delegation-met-the-Chief-Electoral-Officer-of-the-state

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:The-Union-Minister-went-door-to-door-in-Sambalpur

ସମ୍ବଲପୁରରେ ଘର ଘର ବୁଲି ପ୍ରଚାର କଲେ କେନ୍ଦ୍ରମନ୍ତ୍ରୀ

The Independence:BJP-delegation-met-the-Chief-Electoral-Officer-of-the-state

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:PMs-press-conference-in-Sambalpur-with-Modi-guarantee-and-Odisha-resolution-letter

ମୋଦୀ ଗ୍ୟାରେଣ୍ଟି ଏବଂ ଓଡ଼ିଶା ସଂକଳ୍ପ ପତ୍ର ନେଇ ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରେସମିଟ୍

The Independence:BJG-government-will-end-Baijayant-Panda

ବିଜେଡି ସରକାରର ଅନ୍ତ ହେବ: ବୈଜୟନ୍ତ ପଣ୍ଡା

The Independence:BJC-candidate-Pranab-Das-showed-2-in-Arts-in-2009-while-science-student-showed-2-in-2024-is-ridiculous-Thachanambar-Acharya

ବିଜେଡି ପ୍ରାର୍ଥୀ ପ୍ରଣବ ଦାସ ସତ୍ୟପାଠରେ ୨୦୦୯ରେ +୨ କଳା ଦେଖାଇଥିବା ବେଳେ ୨୦୨୪ରେ +୨ ବିଜ୍ଞାନ ଛାତ୍ର ଦେଖାଇବା ହାସ୍ୟାସ୍ପଦ: ପିତାମ୍ବର ଆଚାର୍ଯ୍ୟ

The Independence:Union-Minister-in-Sambalpur-at-the-merger-festival

ସମ୍ବଲପୁରରେ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ

The Independence:ରାଜ୍ୟ-ମୁଖ୍ୟ-ନିର୍ବାଚନ-ଅଧିକାରୀଙ୍କୁ-ଭେଟିଲା-ବିଜେପି-ପ୍ରତିନିଧିମଣ୍ଡଳୀ

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:June-4-Expiry-date-of-BJG-Govt---Prime-Minister

ଜୁନ୍ ୪ ବିଜେଡି ସରକାରର ଏକ୍ସପାୟରୀ ଡେଟ୍ – ପ୍ରଧାନମନ୍ତ୍ରୀ

The Independence:If-the-BJP-government-is-formed-in-Odisha-drinking-water-problem-will-be-solved-as-a-priority-Bhatrahari-Mahatab

ଓଡ଼ିଶାରେ ବିଜେପି ସରକାର ଗଠନ କଲେ ଅଗ୍ରାଧିକାର ଭିତିରେ ପାନୀୟ ଜଳ ସମସ୍ୟାର ସମାଧାନ କରାଯିବ: ଭତୃହରି ମହତାବ

The Independence:Cow-Slaughtering-Beef-Smuggling-in-Odisha-High

Odisha : ବୃଦ୍ଧି ପାଇବାରେ ଲାଗିଛି ଗୋମାଂସ ଚୋରାଚାଲାଣ

The Independence:Odisha-Cow-Slaughtering

Odisha : ଗୋ ମାଂସ ବୋଝେଇ ଟ୍ରକ ଜବତ

The Independence:Jagannath-Temple-Odisha-Mumbai

ଓଡିଶା ବାହାରେ ମହାପ୍ରଭୁ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର

The Independence:Modi-Government-9-Years-Seva-Susasan-Garib-Kalyana

ନ’ ବର୍ଷର ସୁଶାସନ

The Independence:Rath-Yatra-2023-Lakhs-of-devotees-witness-Suna-Besha-of-Holy-Trinity-in-Puri

ଶ୍ରୀକ୍ଷେତ୍ରରେ ରଥାରୁଢ଼ ଶ୍ରୀଜୀଉଙ୍କ ସୁନାବେଶ, ମହଣ ମହଣ ସୁନା ଅଳଙ୍କାରରେ ସଜ୍ଜିତ ତିନି ଠାକୁର

The Independence:Puri-Ratha-Jatra-2023-Jay-Jagannath

ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ତିନି ରଥ

The Independence:Ratha-Jatra-2023-ନୀଳାଦ୍ରିବିଜେରେ-ନୀଳକନ୍ଦରକୁ-ଫେରନ୍ତି-ନୀଳାଦ୍ରିନାଥ-ସରେ-ଜନ୍ମବେଦି-ଲୀଳା

Ratha Jatra 2023: ନୀଳାଦ୍ରିବିଜେରେ ନୀଳକନ୍ଦରକୁ ଫେରନ୍ତି ନୀଳାଦ୍ରିନାଥ; ସରେ ଜନ୍ମବେଦି ଲୀଳା

The Independence:Jagannath-Temple-Rath-Jatra

ଏକାବନ ଦିନରେ ଚଳଚଞ୍ଚଳ ରଥଖଳା

The Independence:ପ୍ରେମିକାକୁ-ଛୁରୀ-ଭୁଷିଲା-ପଥରରେ-ଛେଚି-ମୁହଁ-ନଷ୍ଟ-କଲା-ଜହ୍ଲାଦ-ପ୍ରେମିକ-ସାହିଲ-ଖାଁ

ପ୍ରେମିକାକୁ ଛୁରୀ ଭୁଷିଲା, ପଥରରେ ଛେଚି ମୁହଁ ନଷ୍ଟ କଲା ଜହ୍ଲାଦ ପ୍ରେମିକ ସାହିଲ ଖାଁ

The Independence:Land-Jihad-Dwarka

ଜମି ଜିହାଦର ଅନ୍ୟନାମ ଦ୍ୱାରକା

The Independence:Odisha-cant-make-progress-with-Shashikala-syndrome-Dharmendra

‘ଶଶୀକଳା ସିଣ୍ଡ୍ରୋମ’ କହିବାରୁ ସରକାରଙ୍କୁ ବାଧିଲା: ଧର୍ମେନ୍ଦ୍ର

The Independence:Land-Jihad-Love-Jihad-Jameen-Jihad-in-Odisha

ରାଜ୍ୟରେ ବଢ଼ୁଛି ଜିହାଦୀଙ୍କ ସଂଖ୍ୟା !