The Independence:Odisha-Panchayat-Election-Result-Zilla-Parishad-Chairman-BJD-BJP

 ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡି ସବୁ ଜିଲ୍ଲାରେ ଜିଲ୍ଲା ପରିଷଦ ( Odisha Zilla Parishad Chairman Election ) ଗଠନ କରିବ। ସବୁଠି ସଂଖ୍ୟା ଗରିଷ୍ଠତା ହାସଲ କରିଛି। ମୋଟ୍ ୮୫୨ଟି ସିଟ୍‌ରୁ ୭୬୬‌ଟି‌ରେ ବିଜେଡି ବିଜୟ ହାସଲ କରିଥିବା ବେଳେ ବିଜେପି ୪୨ଟି ଏବଂ କଂଗ୍ରେସ ୩୭ଟି ସିଟ୍ ହାତେଇଛି। ସ୍ବାଧୀନ ଓ ଅନ୍ୟାନ୍ୟ ଦଳର ପ୍ରାର୍ଥୀ ୭ଟି ସିଟ୍‌ରେ ବିଜୟୀ ହୋଇଛନ୍ତି।

Odisha Panchayat ନିର୍ବାଚନରେ ବିଜେଡି ସବୁ ଜିଲ୍ଲାରେ ଏକପାଖିଆ ପ୍ରଦର୍ଶନ କରିଛି। ବିଜେପି ନିର୍ବାଚନରେ କଂଗ୍ରେସ ତୁଳନାରେ ଭଲ ଫଳାଫଳ କରିଥିଲେ ବି କୌଣସି ଜିଲ୍ଲାରେ ବିଜେଡି ପାଖ ମାଡ଼ିନି। ଏପରିକି କଂଗ୍ରେସ ଭଳି କୌଣସି ଗୋଟିଏ ବି ଜିଲ୍ଲାରେ କଡ଼ା ମୁକାବିଲା ସ୍ଥିତି ସୃଷ୍ଟି କରିନି।

2022 Odisha Panchayat ନିର୍ବାଚନ ଫଳାଫଳ କହୁଛି ଯେ ୪ଟି ଜିଲ୍ଲାରେ ଗଠନ ହେବାକୁ ଥିବା ଜିଲ୍ଲା ପରିଷଦରେ ଜଣେ ବି ବିରୋଧୀ ବସିବେନି। ସେଗୁଡ଼ିକ ହେଲା ଭଦ୍ରକ, ଦେବଗଡ଼, ଯାଜପୁର ଓ ଝାରସୁଗୁଡ଼ା। ଏହି ଜିଲ୍ଲାରେ ବିଜେଡି ପୂରା ମୂଳପୋଛ କରିଦେଇଛି। ସେହିପରି ଏଥର ବିଜେପି ୧୦ଟି ଜିଲ୍ଲା ଓ କଂଗ୍ରେସ ୧୮ଟି ଜିଲ୍ଲାରେ ଖାତା ଖୋଲିନି।

ଚଳିତ ନିର୍ବାଚନରେ ମୋଟ୍‌ ୨କୋଟି ୧୦ଲକ୍ଷ ୨୮ହଜାର ୪୦୩ ଭୋଟ୍‌ ପଡ଼ିଥିଲା। ସେ ମଧ୍ୟରୁ ବିଜେଡି ( BJD ) ଅଧାରୁ ଅଧିକ ଭୋଟ୍‌ ୧କୋଟି ୧୦ଲକ୍ଷ ୮୯ହଜାର ୭୧୨ଟି (୫୨.୭୩%) ହାତେଇ ନେଇଛି। Odisha BJP ୬୩ଲକ୍ଷ ୨୩ହଜାର ୭୪୬ଟି (୩୦.୦୭%) ଏବଂ Odisha Congress ୨୮ଲକ୍ଷ ୫୪ହଜାର ୩୯୮ଟି ଭୋଟ୍(୧୩.୫୭%) ଭୋଟ୍‌ ପାଇଛି। ସ୍ବାଧୀନ ପ୍ରାର୍ଥୀଙ୍କୁ ୨ଲକ୍ଷ ୮୧ହଜାର ୨୧୩ଟି ଭୋଟ୍ (୧.୩୩%) ଏବଂ ଅନ୍ୟାନ୍ୟ ଦଳର ପ୍ରାର୍ଥୀଙ୍କୁ ୪,୭୯,୩୩୪ଟି (୨.୨୭%) ଭୋଟ୍‌ ମିଳିଛି।

Author Image

Independence News

Recent Posts

The Independence:If-the-BJP-government-is-formed-in-Odisha-drinking-water-problem-will-be-solved-as-a-priority-Bhatrahari-Mahatab

ଓଡ଼ିଶାରେ ବିଜେପି ସରକାର ଗଠନ କଲେ ଅଗ୍ରାଧିକାର ଭିତିରେ ପାନୀୟ ଜଳ ସମସ୍ୟାର ସମାଧାନ କରାଯିବ: ଭତୃହରି ମହତାବ

The Independence:Odisha-Cow-Slaughtering

Odisha : ଗୋ ମାଂସ ବୋଝେଇ ଟ୍ରକ ଜବତ

The Independence:Jagannath-Temple-Odisha-Mumbai

ଓଡିଶା ବାହାରେ ମହାପ୍ରଭୁ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର

The Independence:Modi-Government-9-Years-Seva-Susasan-Garib-Kalyana

ନ’ ବର୍ଷର ସୁଶାସନ

The Independence:Rath-Yatra-2023-Lakhs-of-devotees-witness-Suna-Besha-of-Holy-Trinity-in-Puri

ଶ୍ରୀକ୍ଷେତ୍ରରେ ରଥାରୁଢ଼ ଶ୍ରୀଜୀଉଙ୍କ ସୁନାବେଶ, ମହଣ ମହଣ ସୁନା ଅଳଙ୍କାରରେ ସଜ୍ଜିତ ତିନି ଠାକୁର

The Independence:Puri-Ratha-Jatra-2023-Jay-Jagannath

ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ତିନି ରଥ

The Independence:Ratha-Jatra-2023-ନୀଳାଦ୍ରିବିଜେରେ-ନୀଳକନ୍ଦରକୁ-ଫେରନ୍ତି-ନୀଳାଦ୍ରିନାଥ-ସରେ-ଜନ୍ମବେଦି-ଲୀଳା

Ratha Jatra 2023: ନୀଳାଦ୍ରିବିଜେରେ ନୀଳକନ୍ଦରକୁ ଫେରନ୍ତି ନୀଳାଦ୍ରିନାଥ; ସରେ ଜନ୍ମବେଦି ଲୀଳା

The Independence:Jagannath-Temple-Rath-Jatra

ଏକାବନ ଦିନରେ ଚଳଚଞ୍ଚଳ ରଥଖଳା

The Independence:ପ୍ରେମିକାକୁ-ଛୁରୀ-ଭୁଷିଲା-ପଥରରେ-ଛେଚି-ମୁହଁ-ନଷ୍ଟ-କଲା-ଜହ୍ଲାଦ-ପ୍ରେମିକ-ସାହିଲ-ଖାଁ

ପ୍ରେମିକାକୁ ଛୁରୀ ଭୁଷିଲା, ପଥରରେ ଛେଚି ମୁହଁ ନଷ୍ଟ କଲା ଜହ୍ଲାଦ ପ୍ରେମିକ ସାହିଲ ଖାଁ

The Independence:Land-Jihad-Dwarka

ଜମି ଜିହାଦର ଅନ୍ୟନାମ ଦ୍ୱାରକା

The Independence:Odisha-cant-make-progress-with-Shashikala-syndrome-Dharmendra

‘ଶଶୀକଳା ସିଣ୍ଡ୍ରୋମ’ କହିବାରୁ ସରକାରଙ୍କୁ ବାଧିଲା: ଧର୍ମେନ୍ଦ୍ର

The Independence:Land-Jihad-Love-Jihad-Jameen-Jihad-in-Odisha

ରାଜ୍ୟରେ ବଢ଼ୁଛି ଜିହାଦୀଙ୍କ ସଂଖ୍ୟା !

The Independence:The-Kerala-Story-Official-Trailer--Vipul-Amrutlal-Shah--Sudipto-Sen--Adah-Sharma--Aashin-A-Shah

The Kerala Story Official Trailer | Vipul Amrutlal Shah | Sudipto Sen | Adah Sharma | Aashin A Shah

The Independence:Guddu-Muslim-Odisha-Link-BJD

ଗୁଡ୍ଡୁ ମୁସଲମାନର ଖାସ୍, ବିଜେଡି ବିଧାୟକଙ୍କ ରାଇଟହାଣ୍ଡ

The Independence:important-files-of-the-jagannath-temple-administration-have-gone-missing

ଗାଏବ ହେଲା ଜଗନ୍ନାଥ ମନ୍ଦିର ପ୍ରଶାସନର ଗୁରୁତ୍ଵପୂର୍ଣ୍ଣ ଫାଇଲ

The Independence:Debacle-in-American-Banking-System

ଆମେରିକାର ବ୍ୟାଙ୍କିଂ ବ୍ୟବସ୍ଥାରେ ବିପର୍ଯ୍ୟୟ

The Independence:palghar-sadhu-lynching-case-to-be-investigated-by-cbi

ପାଲଘର ସାଧୁହତ୍ୟା ମାମଲାର ହେବ ସିବିଆଇ ତଦନ୍ତ

The Independence:Mix-Mandate-in-USA-Joe-Biden

ଆମେରିକାରେ ମିଶ୍ରିତ ଜନମତ

The Independence:Jayshankar-in-Fiji

ଫିଜିରେ ବିଜି ଜୟଶଙ୍କର

The Independence:Women-Freedom-Fighters-of-India-Name-List-and-Their-Roles

ଭାରତର ମହାନ ମହିଳା ସ୍ୱାଧୀନତା ସଂଗ୍ରାମୀମାନେ ଯାହାଙ୍କୁ ଇତିହାସକାରମାନେ ଭୁଲି ଯାଇଥିଲେ

The Independence:Dharmendra-Seeks-Centres-Intervention-For-Protection-Of-Archaeological-Assets-In-Odisha

ଓଡ଼ିଶାରେ ଅସୁରକ୍ଷିତ ଶିଶୁପାଳ ଗଡ଼ ଓ ଲଳିତଗିରି ପରି ଐତିହ୍ୟ କୀର୍ତ୍ତିରାଜି

The Independence:ଶ୍ରୀମନ୍ଦିରର-ପ୍ରସିଦ୍ଧ-ଦୋଳଯାତ୍ରା

ଶ୍ରୀମନ୍ଦିରର ପ୍ରସିଦ୍ଧ ଦୋଳଯାତ୍ରା

The Independence:Young-writer-Om-Priyadarshis-book-on-Paika-movement-released

ଉନ୍ମୋଚିତ ହେଲା ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଚୟନିତ ଓମ୍ ପ୍ରିୟଦର୍ଶୀଙ୍କ ପୁସ୍ତକ "ପାଇକ: ଜନ, ଆଖ୍ୟାନ ଓ ଆନ୍ଦୋଳନ"

The Independence:Baijayanta-Panda-listens-Man-Ki-Baat-Programme-at-Bhawanipatna

ଭବାନୀପାଟଣା “ମନ୍‌ କି ବାତ୍‌” କାର୍ଯ୍ୟକ୍ରମରେ ବୈଜୟନ୍ତ ପଣ୍ଡା

The Independence:ଜର୍ଜ-ସୋରୋସଙ୍କ--ନେଟୱର୍କ-ଓ-କଣ୍ଢେଇ-ମାନଙ୍କୁ-ଚିହ୍ନଟ--ଜରୁରୀ

ଜର୍ଜ ସୋରୋସଙ୍କ ନେଟୱର୍କ ଓ କଣ୍ଢେଇ ମାନଙ୍କୁ ଚିହ୍ନଟ ଜରୁରୀ