The Independence:Russia-Ukraine-War-Impact-On-Economy-Why-Cooking-Oil-Price-Increased

 ରୁ‌ଷ୍‌ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ( Russia Ukraine War ) ହୋଇଯିବା ପରେ ମହଙ୍ଗା ହୋଇଛି ଖାଇବା ଦେଲ ( Cooking Oil ) । ଉପରୋକ୍ତ ଦୁଇ ଦେଶରୁ ସୂର୍ଯ୍ୟମୁଖୀ ତେଲ ଆମଦାନି ହୋଇପାରୁ ନଥିବା ବେଳେ ଅନ୍ୟ ଦେଶରୁ ବି ଠିକ୍‌ ରୂପେ ତେଲ ଆସିପାରୁନି। ପାମୋଲିନ୍‌ ତେଲ ୫୦ ଟଙ୍କା, ରିଫାଇନ ତେଲ ୫୫ ଟଙ୍କା ଓ ସୋୟାବିନ୍‌ ତେଲ ୫୫ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ତେଣୁ ପୁରୁଣା ଷ୍ଟକ୍‌କୁ ବି କିଛି ବ୍ୟବସାୟୀ ବର୍ଦ୍ଧିତ ଦରରେ ବିକ୍ରି କରୁଥିବା ଦେଖିବାକୁ ମିଳିଛି।

କରୋନା କାରଣରୁ ଦରଦାମ ଅସ୍ବାଭିବାକ ଭାବେ ବଢ଼ିଥିଲା। ୨୦୨୧ ଆରମ୍ଭ ବେଳକୁ ଲିଟର ପିଛା ଖାଇବା ତେଲ ଦର ପ୍ରାୟ ୧୧୦ ଟଙ୍କା ରହିଥିବା ବେଳେ ଜୁନ୍‌ ମାସ ବେଳକୁ ୧୩୦ରୁ ୧୪୦ ଟଙ୍କାରେ ବିକ୍ରି ହେଉଥିଲା। ତେଣୁ ସରକାର ବାଧ୍ୟ ହୋଇ ଦର ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଥିଲେ। 

କିନ୍ତୁ ୨୦୨୨ ଆରମ୍ଭରୁ ପୁଣି ଦର ବଢ଼ି ଖାଇବା ତେଲ ଲିଟର ପିଛା ଦାମ ୧୬୦ ଟଙ୍କା ହେଲାଣି। ଫେବ୍ରୁଆରି ୨୫ ତାରିଖରେ ଅଧିକାଂଶ ତେଲ ଦର ହାରାହାରି ୧୧୦ରୁ ୧୧୫ ଟଙ୍କା ମଧ୍ୟରେ ରହିଥିଲା। ସପ୍ତାହକ ମଧ୍ୟରେ ଦର ହାରାହାରି ୫୦ରୁ ୬୦ଟଙ୍କା ପର୍ଯ୍ୟନ୍ତ ବଢ଼ିଛି। 

ଗତ ମାସକ ମଧ୍ୟରେ ରିଫାଇନ ତେଲ ଲିଟର ପିଚ୍ଛା ୧୧୫ରୁ ୧୬୫ ଟଙ୍କାକୁ ବୃଦ୍ଧି ପାଇଛି। କିଛି ମାସ ତଳେ ସୋରିଷ ତେଲ ଲିଟର ପିଛା ୨୦୦ ଟଙ୍କାରେ ସ୍ଥିର ରହିଥିବା ବେଳେ ତାହା ବି ସାମାନ୍ୟ ବଢ଼ିବା ଖାଉଟିଙ୍କ ପକେଟକୁ ବାଧିଛି। 

Author Image

Independence News

Recent Posts

The Independence:Prime-Minister-Modi-will-come-to-Odisha-tomorrow

କାଲି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ

The Independence:Naveen-Bishnudev-Sai-has-not-done-anything-new-for-the-development-of-Odisha

ଓଡ଼ିଶାର ବିକାଶ ପାଇଁ ନୂଆ କିଛି କରିନାହାନ୍ତି ନବୀନ –ବିଷ୍ଣୁଦେବ ସାଏ

The Independence:Union-Ministers-response-to-allegations-of-BJP-breaking-BJD

ବିଜେଡିକୁ ବିଜେପି ଭାଙ୍ଗି ଦେବା ଅଭିଯୋଗ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା

The Independence:BJP-delegation-met-the-Chief-Electoral-Officer-of-the-state

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:The-Union-Minister-went-door-to-door-in-Sambalpur

ସମ୍ବଲପୁରରେ ଘର ଘର ବୁଲି ପ୍ରଚାର କଲେ କେନ୍ଦ୍ରମନ୍ତ୍ରୀ

The Independence:BJP-delegation-met-the-Chief-Electoral-Officer-of-the-state

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:PMs-press-conference-in-Sambalpur-with-Modi-guarantee-and-Odisha-resolution-letter

ମୋଦୀ ଗ୍ୟାରେଣ୍ଟି ଏବଂ ଓଡ଼ିଶା ସଂକଳ୍ପ ପତ୍ର ନେଇ ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରେସମିଟ୍

The Independence:BJG-government-will-end-Baijayant-Panda

ବିଜେଡି ସରକାରର ଅନ୍ତ ହେବ: ବୈଜୟନ୍ତ ପଣ୍ଡା

The Independence:BJC-candidate-Pranab-Das-showed-2-in-Arts-in-2009-while-science-student-showed-2-in-2024-is-ridiculous-Thachanambar-Acharya

ବିଜେଡି ପ୍ରାର୍ଥୀ ପ୍ରଣବ ଦାସ ସତ୍ୟପାଠରେ ୨୦୦୯ରେ +୨ କଳା ଦେଖାଇଥିବା ବେଳେ ୨୦୨୪ରେ +୨ ବିଜ୍ଞାନ ଛାତ୍ର ଦେଖାଇବା ହାସ୍ୟାସ୍ପଦ: ପିତାମ୍ବର ଆଚାର୍ଯ୍ୟ

The Independence:Union-Minister-in-Sambalpur-at-the-merger-festival

ସମ୍ବଲପୁରରେ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ

The Independence:ରାଜ୍ୟ-ମୁଖ୍ୟ-ନିର୍ବାଚନ-ଅଧିକାରୀଙ୍କୁ-ଭେଟିଲା-ବିଜେପି-ପ୍ରତିନିଧିମଣ୍ଡଳୀ

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:June-4-Expiry-date-of-BJG-Govt---Prime-Minister

ଜୁନ୍ ୪ ବିଜେଡି ସରକାରର ଏକ୍ସପାୟରୀ ଡେଟ୍ – ପ୍ରଧାନମନ୍ତ୍ରୀ

The Independence:If-the-BJP-government-is-formed-in-Odisha-drinking-water-problem-will-be-solved-as-a-priority-Bhatrahari-Mahatab

ଓଡ଼ିଶାରେ ବିଜେପି ସରକାର ଗଠନ କଲେ ଅଗ୍ରାଧିକାର ଭିତିରେ ପାନୀୟ ଜଳ ସମସ୍ୟାର ସମାଧାନ କରାଯିବ: ଭତୃହରି ମହତାବ

The Independence:Cow-Slaughtering-Beef-Smuggling-in-Odisha-High

Odisha : ବୃଦ୍ଧି ପାଇବାରେ ଲାଗିଛି ଗୋମାଂସ ଚୋରାଚାଲାଣ

The Independence:Odisha-Cow-Slaughtering

Odisha : ଗୋ ମାଂସ ବୋଝେଇ ଟ୍ରକ ଜବତ

The Independence:Jagannath-Temple-Odisha-Mumbai

ଓଡିଶା ବାହାରେ ମହାପ୍ରଭୁ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର

The Independence:Modi-Government-9-Years-Seva-Susasan-Garib-Kalyana

ନ’ ବର୍ଷର ସୁଶାସନ

The Independence:Rath-Yatra-2023-Lakhs-of-devotees-witness-Suna-Besha-of-Holy-Trinity-in-Puri

ଶ୍ରୀକ୍ଷେତ୍ରରେ ରଥାରୁଢ଼ ଶ୍ରୀଜୀଉଙ୍କ ସୁନାବେଶ, ମହଣ ମହଣ ସୁନା ଅଳଙ୍କାରରେ ସଜ୍ଜିତ ତିନି ଠାକୁର

The Independence:Puri-Ratha-Jatra-2023-Jay-Jagannath

ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ତିନି ରଥ

The Independence:Ratha-Jatra-2023-ନୀଳାଦ୍ରିବିଜେରେ-ନୀଳକନ୍ଦରକୁ-ଫେରନ୍ତି-ନୀଳାଦ୍ରିନାଥ-ସରେ-ଜନ୍ମବେଦି-ଲୀଳା

Ratha Jatra 2023: ନୀଳାଦ୍ରିବିଜେରେ ନୀଳକନ୍ଦରକୁ ଫେରନ୍ତି ନୀଳାଦ୍ରିନାଥ; ସରେ ଜନ୍ମବେଦି ଲୀଳା

The Independence:Jagannath-Temple-Rath-Jatra

ଏକାବନ ଦିନରେ ଚଳଚଞ୍ଚଳ ରଥଖଳା

The Independence:ପ୍ରେମିକାକୁ-ଛୁରୀ-ଭୁଷିଲା-ପଥରରେ-ଛେଚି-ମୁହଁ-ନଷ୍ଟ-କଲା-ଜହ୍ଲାଦ-ପ୍ରେମିକ-ସାହିଲ-ଖାଁ

ପ୍ରେମିକାକୁ ଛୁରୀ ଭୁଷିଲା, ପଥରରେ ଛେଚି ମୁହଁ ନଷ୍ଟ କଲା ଜହ୍ଲାଦ ପ୍ରେମିକ ସାହିଲ ଖାଁ

The Independence:Land-Jihad-Dwarka

ଜମି ଜିହାଦର ଅନ୍ୟନାମ ଦ୍ୱାରକା

The Independence:Odisha-cant-make-progress-with-Shashikala-syndrome-Dharmendra

‘ଶଶୀକଳା ସିଣ୍ଡ୍ରୋମ’ କହିବାରୁ ସରକାରଙ୍କୁ ବାଧିଲା: ଧର୍ମେନ୍ଦ୍ର

The Independence:Land-Jihad-Love-Jihad-Jameen-Jihad-in-Odisha

ରାଜ୍ୟରେ ବଢ଼ୁଛି ଜିହାଦୀଙ୍କ ସଂଖ୍ୟା !