The Independence:The-Kashmir-Files-The-father-was-cut-into-pieces-Pallavi-Joshi-narrates-the-victims-story

 ନିର୍ଦେଶକ ବିବେକ ଅଗ୍ନିହୋତ୍ରୀ ‘ଦ କଶ୍ମୀର ଫାଇଲ୍ସ’ ସିନେମା ଜରିଆରେ ୧୯୯୦ମସିହାରେ କଶ୍ମୀର ପଣ୍ଡିତଙ୍କ ସହିତ ହୋଇଥିବା‌ ଅତ୍ୟାଚାରକୁ କାହାଣୀ ମାଧ୍ୟମରେ ଦର୍ଶକଙ୍କ ସାମ୍ନାକୁ ଆଣିଛନ୍ତି । ଏହି ସିନେମାରେ ପଲ୍ଲବୀ ଜୋସି ରାଧିକା ମନନର ନେଗେଟିଭ ଚରିତ୍ରରେ ଅଭିନୟ କରିଛନ୍ତି । ଏହି କାରଣରୁ ସିନେମା ନିର୍ମାଣ ହେବା ଦିନଠାରୁ ତାଙ୍କର ଭୂମିକା ରହିଛି। ଦିଲ୍ଲୀରେ ହୋଇଥିବା ଏକ ସାମ୍ବାଦିକ ସମ୍ମିଳନୀରେ ସିନେମା ପାଇଁ ସେ କରିଥିବା ରିସର୍ଚ୍ଚ ସମୟ‌ରେ ହୃଦୟବିଦାରକ ଘଟଣାକୁ ନିଜ କାନରେ ଶୁଣିଥିବା କହିଛନ୍ତି।

ପଲ୍ଲବୀ ୪ବର୍ଷ ପର୍ଯ୍ୟନ୍ତ ଏହି ସିନେମାକୁ ନେଇ ରିସର୍ଚ୍ଚ କରି ଅନେକ ଲୋକଙ୍କ ଇଣ୍ଟରଭ୍ୟୁ ନେଇଥିଲେ । ଏହି ରିସର୍ଚ୍ଚ ଓ ଇଣ୍ଟରଭ୍ୟୁ ନେଉଥିବା ସମୟରେ ପଲ୍ଲବୀ ଏମିତି ଅନେକ ପରିବାରକୁ ଭେଟିଥିଲେ ଯେଉଁମାନେ କି ଅତ୍ୟାଚାରର ଶିକାର ହୋଇଥିଲେ ।

ଅତ୍ୟାଚାରର ଶିକାର ହୋଇଥିବା ପରିବାରର ଝିଅ କହିଥିଲେ, ତାଙ୍କ ବାପାଙ୍କୁ ହତ୍ୟା କରି ୫୦ଖଣ୍ଡ କରି ଦିଆଯାଇଥିଲା। ଏହାପରେ ଏକ ବ୍ୟ‌ାଗରେ ଭରି ତାହାକୁ ପିଙ୍ଗି ଦିଆଯାଇଥିଲା। ୨-୩ଦିନ ମଧ୍ୟରେ ବ୍ୟାଗ ମିଳିବା ପରେ ସେ ଆଇଡି କାର୍ଡକୁ ଦେଖି ତାଙ୍କ ବାପାଙ୍କୁ ଚିହ୍ନଟ କରିଥିଲେ।

ପଲ୍ଲବୀ କହିଛନ୍ତି ସେହିପରି ଆଉ ଜଣେ ମହିଳା କହିଥିଲେ, ତାଙ୍କ ବାପାଙ୍କ ପୂରା ଶରୀରକୁ ଗୁଳିମାଡ଼ କରାଯାଇଥିଲା। ଏହାପରେ ପୁଲିସ ତାଙ୍କ ବାପାଙ୍କ ଶରୀରକୁ ବ୍ୟବଚ୍ଛେଦ ପାଇଁ ନେଇଯାଇଥିଲା। ବ୍ୟବଚ୍ଛେଦ ପରେ  ତାଙ୍କ ବାପାଙ୍କ ଶରୀରକୁ ଆଖିରେ ଦେଖି ହେଉ ନଥିଲା। କାରଣ ବ୍ୟବଚ୍ଛେଦ ପରେ ସଠିକ ଭାବେ ସିଲେଇ କରି ନଥିବାରୁ ବାପାଙ୍କ ଶରୀର ଭିତର ଅଂଶ ସମ୍ପୂର୍ଣ୍ଣ ଭାବେ ବାହାରକୁ ଦେଖା ଯାଉଥିଲା। ଏମିତି ଅନେକ ହୃଦୟବିଦାରକ ଘଟଣାକୁ ନିଜ କାନରେ ରିସର୍ଚ୍ଚ ସମୟରେ ଶୁଣିଛନ୍ତିିି ପଲ୍ଲବୀ ଜୋସି।

Author Image

Independence News

RELATED NEWS

Recent Posts

The Independence:vegetarian-in-world

ବିଶ୍ୱରେ ଶାକାହାର

The Independence:Rajasthan-Shakeel-Nasir-among-3-arrested-for-beating-a-tribal-man-to-death-over-drawing-water-from-a-tube-well-booked-under-SCST-Act

ରାଜସ୍ଥାନ: ଟ୍ୟ।ପରୁ ପାଣି ନେବାରୁ ଜଣେ ଆଦିବାସୀଙ୍କୁ ପିଟି ପିଟି ହତ୍ୟା କଲେ ସକିଲ, ନାସିର

The Independence:Dhamanagar-Byeelection-Odisha-Politics

ଧାମନଗର ଉପନର୍ବାଚନର ସନ୍ଦେଶ

The Independence:Hyderabad-FIR-Registered-Against-Christian-Family-Who-Had-Abused-Hindus-For-Making-Rangoli-On-Diwali

ଦିପାବଳୀ ରଙ୍ଗୋଲି କରିବାରୁ ହିନ୍ଦୁ ପରିବାରଙ୍କୁ ଆକ୍ରମଣ କରିଥିବା ଖ୍ରୀଷ୍ଟିଆନଙ୍କ ଉପରେ ପୋଲିସରେ ମୋକଦ୍ଦମା

The Independence:Delhi-Bajrang-Dal-worker-Nitesh-dies-after-he-was-beaten-by-Ufiza-Adnan-and-Abbas-3-days-ago-police-deny-communal-angle

ଦିଲ୍ଲୀ : ବଜରଙ୍ଗ ଦଳରେ କାମ କରୁଥିବାରୁ ନିତେଶଙ୍କୁ ହତ୍ୟା କରିଲେ ୟୁଫିଜା, ଆଦନାନ ଓ ଆବାସ, ହତ୍ୟାକାରୀଙ୍କୁ ଗିରଫ କରୁନାହିଁ ପୋଲିସ

The Independence:The-News-Bangla-editor-Manab-Guha-arrested-by-Kolkata-police-after-he-covered-Mominpur-anti-Hindu-pogrom

ପଶ୍ଚିମବଙ୍ଗ: ହିନ୍ଦୁମାନଙ୍କ ଉପରେ ଆକ୍ରମଣର ଖବର ପ୍ରକାଶିତ କରିବାରୁ ସାମ୍ବାଦିକଙ୍କୁ ଗିରଫ କରିଲା ପୋଲିସ

The Independence:DMK-Doesnt-Wish-For-Deepavali-Old-Video-Of-DMK-MP-A-Raja-Derogating-Hindu-Festival-Resurfaces

ତାମିଲନାଡୁ: କାହିଁକି ଡିଏମକେ ଚାହେଁନି ଦିପାବଳୀ ପାଳନ, ସାଂସଦ ଏ ରାଜାଙ୍କର ପୁରୁଣା ଭିଡିଓ ଭାଇରାଲ

The Independence:Battle-of-Haifa-in-the-First-World-War-and-the-bravery-of-Indian-soldiers

ପ୍ରଥମ ବିଶ୍ୱଯୁଦ୍ଧର ହାଇଫା ଯୁଦ୍ଧ ଯେଉଁଥିରେ ଭାରତୀୟ ସୈନିକ ଦେଖାଇଥିଲେ ବିରତ୍ୱ

The Independence:Dhamanagar-Bye-Election

ଧାମନଗର ଉପନର୍ବାଚନର ପାଣିପାଗ

The Independence:Aam-Adami-Party-Anti-Hindu-Agenda

ଆମ ଆଦମି ପାର୍ଟିର ହିନ୍ଦୁ ବିରୋଧୀ ଏଜେଣ୍ଡା

The Independence:India-Foreign-Policy

ସମରକନ୍ଦର ସନ୍ଦେଶ

The Independence:Pollution-in-Space-Opinion

ମହାକାଶରେ ମଇଳା

The Independence:Love-jihad-in-West-Bengal-Seikh-Raja-raped-murdered-girlfriend-Rubi-Kumari

ପଶ୍ଚିମବଙ୍ଗରେ ଲଭ ଜିହାଦ ରୁବି କୁମାରୀଙ୍କୁ ବଳାତ୍କାର ପରେ ହତ୍ୟା କଲା ପ୍ରମିକ ଶେଖ ରାଜା

The Independence:Pakistan-Jindabad-Slogan-Odisha-Bhubaneswar

ରାଜଧାନୀ ଭୁବନେଶ୍ୱର ଉପକଣ୍ଠରେ ଉଠିଲା ପାକିସ୍ତାନ ଜିନ୍ଦାବାଦ ନାରା, ପୋଲିସରେ ଅଭିଯୋଗ ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଶୂନ, ଅଭିଯୋଗ ଉଠାଇବା ପାଇଁ ଓଲଟା ଧମକ

The Independence:Unhealthy-India

ଅସୁସ୍ଥ ଭାରତର ଭବିଷ୍ୟତ

The Independence:Hyderabad-2-burqa-clad-women-held-for-vandalizing-Goddess-Durga-idol-in-Durga-Puja-Pandal

ହାଇଦ୍ରାବାଦ ବୁର୍ଖା ପିନ୍ଧା ମହିଳାଙ୍କ ଘୃଣ୍ୟ କାମ, ମେରି ଖ୍ରୀଷ୍ଟଙ୍କ ମୃତି ଭାଙ୍ଗିଲା ପରେ ଦୁର୍ଗାଙ୍କ ମୃତି ଭାଙ୍ଗିବା ପାଇଁ ଆସି ଧରାପଡିଲେ

The Independence:Assam-Anjali-Biswas-was-brutally-stabbed-by-Rafiq-Ali-for-refusing-marriage-proposal

ଆସାମ: ବିବାହ କରିବା ପାଇଁ ମନା କରିଦେବାରୁ ଅଂଜଳି ବିଶ୍ୱାସଙ୍କୁ ଛୁରି ମାରିଲା ରଫିକ ଅଲ୍ଲି

The Independence:Rise-of-Nationalism-in-Europe-Stop-Islamisation

ଦୋ’ଛକିରେ ୟୁରୋପ

The Independence:Nexus-and-Minority-appeasement-Waqf-and-Congress

କଂଗ୍ରେସ ଓ ଓାକଫ ବୋର୍ଡର ନାପାକ ଯୁଗଳ ବନ୍ଦୀ

The Independence:National-Logistics-Policy-of-India-Shaping-Logistics-of-Future

ରାଷ୍ଟ୍ରୀୟ ବସ୍ତୁ ପରିବହନ ନୀତି

The Independence:Justice-For-Aditya-15-year-old-Aditya-Tiwari-stabbed-to-death-Taif-Khan-absconding-Bihar-News

ଯେଉଁ ଖବରରେ ଲିବେରାଲ ଲୁହ ବୁହାନ୍ତି ନାହିଁ କି ଗଣମାଧ୍ୟମ ଦେଖାଏ ନାହିଁ, ୧୫ ବର୍ଷର ଆଦିତ୍ୟ ତିଓାରିକୁ ଛୁରି ମାରି ହତ୍ୟା, ହତ୍ୟାକାରୀ ତୈଫ ଖାନ ଫେରାର

The Independence:British-Hindus-protest-The-Guardians-fake-news-against-India--Hindus

ଦି ଗାର୍ଜିଆନର ହିନ୍ଦୁ ବିରୋଧୀ ନୀତି ବିରୋଧରେ ଲଣ୍ଡନରେ ବିକ୍ଷୋଭ

The Independence:Navratri-Dharmic-festival-not-a-cultural-one-so-if-idol-worship-for-you-is-a-sin-maybe-dont-insist-in-coming-for-garba

ନବରାତ୍ରୀ ଏକ ଧାର୍ମୀକ ଉସ୍ତ୍ରବ, ଯେଉଁମାନେ କେବଳ ଗରବାକୁ ନାଚିବା, ମୌଜ, ମସ୍ତି ପାଇଁ ଯାଉଛନ୍ତି, ଦେବୀଙ୍କୁ ପୂଜା କରୁନାହାନ୍ତି କି ପ୍ରସାଦ ଖାଉନାହାନ୍ତି ସେମାନେ ନଗଲେ ଭଲ

The Independence:Unveiled-and-rising-up-How-protests-in-Iran-cut-to-the-heart-of-national-identity

ହିଜାବର ହୋଲି

The Independence:Operation-Octopus-NIA-Raids-Banned-PFI

ଅପରେସନ ଅକ୍ଟୋପସ