The Independence:The-Union-Minister-went-door-to-door-in-Sambalpur

 ବିଜେପିକୁ ନେଇ ଲୋକଙ୍କ ମଧ୍ୟରେ ବହୁତ ଶ୍ରଦ୍ଧା ଓ ଉତ୍ସାହ ଅଛି – ଧର୍ମେନ୍ଦ୍ର ପ୍ରଧାନ

ମୋଦୀ ଗ୍ୟାରେଣ୍ଟି କାର୍ଡ ବାଣ୍ଟିବା ସହ ବିଜେପିର ସଂକଳ୍ପ ପତ୍ର ଉପରେ ଅବଗତ କରାଇଲେ

ମୋଦୀ ଗ୍ୟାରେଣ୍ଟି ଲୋକଙ୍କ ଜୀବନକୁ ସହଜ ଓ ସରଳ କରିଛି 

ଐତିହାସିକ କୁଞ୍ଜେଲପଡାର ଜନମତ ଓଡ଼ିଶାରେ ବିଜେପି ସରକାରର ବଡ ସଙ୍କେତ ଦେଉଛି 

କୁଞ୍ଜେଲପଡା ସ୍ଥିତ ବୁଢି ମାଆ ଗଳିରେ କାର୍ଯ୍ୟକର୍ତ୍ତାଙ୍କ ସହ ସରସତିଆର ମଜା ନେଲେ 

ଚାଉଳ ବରା ଖାଇବା ସହ ଚା’ ଖଟିରେ ସ୍ଥାନୀୟ ଲୋକଙ୍କ ସହ କଲେ ଆଲୋଚନା 

ସମ୍ବଲପୁର,  ମଇ ୦୮ – କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ସମ୍ବଲପୁରର କୁଞ୍ଜେଲପଡ଼ାରେ ଡୋର୍ ଟୁ ଡୋର୍ କ୍ୟାମ୍ପେନ କରିବା ସହ ରାଜ୍ୟରେ ବିଜେପି ସରକାର ଗଠନ କରିବା ପାଇଁ ଭୋଟ୍ ଦେବାକୁ ଜନସାଧାରଣ ମାନଙ୍କୁ ନିବେଦନ କରିଛନ୍ତି ।   

ଶ୍ରୀ ପ୍ରଧାନ ଆଜି ସକାଳୁ ସମ୍ବଲପୁର କୁଞ୍ଜେଲପଡ଼ାରେ ଘର ଘର ବୁଲି  ମୋଦୀ ଗ୍ୟାରେଣ୍ଟିର ଲିଫଲେଟ୍ ବିତରଣ କରିଛନ୍ତି । ଲୋକମାନଙ୍କୁ ମୋଦୀଙ୍କ ବାର୍ତ୍ତା ଉପରେ କହିବା ସହ ଓଡ଼ିଶା ବିଜେପିର ସଂକଳ୍ପ ପତ୍ର ଉପରେ ମଧ୍ୟ ଆଲୋଚନା କରିଛନ୍ତି । ପ୍ରଚାର କାଳରେ ଶ୍ରୀ ପ୍ରଧାନ କୁଞ୍ଜେଲପଡା ସ୍ଥିତ ବୁଢି ମାଆ ଗଳିରେ ଥିବା ସ୍ଥାନୀୟ ମିଞ୍ଜୁ କାକାଙ୍କ ଦୋକାନରୁ କାର୍ଯ୍ୟକର୍ତ୍ତାଙ୍କ ସହ ସରସତିଆର ମଜା ନେଇଥିଲେ । ସ୍ଥାନୀୟ ଦୋକାନରୁ କାର୍ଯ୍ୟକର୍ତ୍ତାଙ୍କ ସାଥୀରେ ଚାଉଳ ବରା ଖାଇବା ସହ କିଶୋର ଦଣ୍ଡସେନାଙ୍କ ଦୋକାନରୁ ଚା’ ପିଇଥିଲେ । ଏହି ଅବସରରେ ସ୍ଥାନୀୟ ଲୋକଙ୍କ ସହ ମଧ୍ୟ ବିଭିନ୍ନ ସମସ୍ୟା ନେଇ ଆଲୋଚନା କରିଥିଲେ।  

କେନ୍ଦ୍ରମନ୍ତ୍ରୀ କହିଛନ୍ତି କୁଞ୍ଜେଲପଡା ହେଉଛି ରାଜନୈତିକ ଚର୍ଚ୍ଚା ଓ ଆଲୋଚନାର ଏକ ମଞ୍ଚ । କୁଞ୍ଜେଲ ସିଂହଙ୍କ ବୀରତ୍ୱପୂର୍ଣ୍ଣ ସଂଘର୍ଷ ଏଠାରେ ହୋଇଥିଲା । ଆଜି ଘର ଘର ବୁଲି ଲୋକଙ୍କ ଆଶୀର୍ବାଦ ନେବାର ସୁଯୋଗ ଲାଭ କଲି । ଲୋକଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ଓ ବିଜେପିକୁ ନେଇ ସ୍ନେହ, ଶ୍ରଦ୍ଧା, ବହୁତ ଉତ୍ସାହ ଓ ସମର୍ଥନ ଅଛି । ପ୍ରଧାନମନ୍ତ୍ରୀ ଏବଂ ଦଳର ନେତୃତ୍ୱ ଜନସାଧାରଣଙ୍କ ଆସ୍ଥାଭାଜନ ହୋଇଛି । ମୋଦୀ ଗ୍ୟାରେଣ୍ଟି ଲୋକଙ୍କ ଜୀବନକୁ ସହଜ ଓ ସରଳ କରିଛି । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ହିଁ ବିକଶିତ ସମ୍ବଲପୁର ଓ ବିକଶିତ ଓଡ଼ିଶା ସକାର ହୋଇ ପାରିବ ବୋଲି ସମସ୍ତଙ୍କ ଆଗାଢ ବିଶ୍ୱାସ ରହିଛି । ଐତିହାସିକ କୁଞ୍ଜେଲପଡାର ଜନମତ ଓଡ଼ିଶାରେ ବିଜେପି ସରକାରର ବଡ ସଙ୍କେତ ଦେଉଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।    

କେନ୍ଦ୍ରମନ୍ତ୍ରୀଙ୍କ ସାଥୀରେ ସମ୍ବଲପୁର ବିଧାୟକ ପ୍ରାର୍ଥୀ ଜୟ ନାରାୟଣ ମିଶ୍ର ଓ ଅନ୍ୟ ନେତୃବୃନ୍ଦ ଥିଲେ

Author Image

RELATED NEWS

Recent Posts

The Independence:ପାଣ୍ଡିଆନଙ୍କ-ରାଜନୈତିକ-ଅଭିଳାଷକୁ-ଚରିତାର୍ଥ-କରିବା-ପାଇଁ-ବିଜେଡିର-ମ୍ୟାନିଫେଷ୍ଟୋ-ଆସିଛି-ଅନିଲ-ବିଶ୍ୱାଳ

ପାଣ୍ଡିଆନଙ୍କ-ରାଜନୈତିକ-ଅଭିଳାଷକୁ-ଚରିତାର୍ଥ-କରିବା-ପାଇଁ-ବିଜେଡିର-ମ୍ୟାନିଫେଷ୍ଟୋ-ଆସିଛି-ଅନିଲ-ବିଶ୍ୱାଳ

The Independence:Prime-Minister-Modi-will-come-to-Odisha-tomorrow

କାଲି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ

The Independence:Naveen-Bishnudev-Sai-has-not-done-anything-new-for-the-development-of-Odisha

ଓଡ଼ିଶାର ବିକାଶ ପାଇଁ ନୂଆ କିଛି କରିନାହାନ୍ତି ନବୀନ –ବିଷ୍ଣୁଦେବ ସାଏ

The Independence:Union-Ministers-response-to-allegations-of-BJP-breaking-BJD

ବିଜେଡିକୁ ବିଜେପି ଭାଙ୍ଗି ଦେବା ଅଭିଯୋଗ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା

The Independence:BJP-delegation-met-the-Chief-Electoral-Officer-of-the-state

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:The-Union-Minister-went-door-to-door-in-Sambalpur

ସମ୍ବଲପୁରରେ ଘର ଘର ବୁଲି ପ୍ରଚାର କଲେ କେନ୍ଦ୍ରମନ୍ତ୍ରୀ

The Independence:Hundreds-of-BJJ-leaders-and-workers-from-Bari-constituency-joined-the-BJP

ବରୀ ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେଡି ନେତା ଓ କର୍ମୀ ବିଜେପିରେ ଯୋଗ ଦେଲେ

The Independence:BJP-delegation-met-the-Chief-Electoral-Officer-of-the-state

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:PMs-press-conference-in-Sambalpur-with-Modi-guarantee-and-Odisha-resolution-letter

ମୋଦୀ ଗ୍ୟାରେଣ୍ଟି ଏବଂ ଓଡ଼ିଶା ସଂକଳ୍ପ ପତ୍ର ନେଇ ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରେସମିଟ୍

The Independence:BJG-government-will-end-Baijayant-Panda

ବିଜେଡି ସରକାରର ଅନ୍ତ ହେବ: ବୈଜୟନ୍ତ ପଣ୍ଡା

The Independence:BJC-candidate-Pranab-Das-showed-2-in-Arts-in-2009-while-science-student-showed-2-in-2024-is-ridiculous-Thachanambar-Acharya

ବିଜେଡି ପ୍ରାର୍ଥୀ ପ୍ରଣବ ଦାସ ସତ୍ୟପାଠରେ ୨୦୦୯ରେ +୨ କଳା ଦେଖାଇଥିବା ବେଳେ ୨୦୨୪ରେ +୨ ବିଜ୍ଞାନ ଛାତ୍ର ଦେଖାଇବା ହାସ୍ୟାସ୍ପଦ: ପିତାମ୍ବର ଆଚାର୍ଯ୍ୟ

The Independence:Union-Minister-in-Sambalpur-at-the-merger-festival

ସମ୍ବଲପୁରରେ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ

The Independence:ରାଜ୍ୟ-ମୁଖ୍ୟ-ନିର୍ବାଚନ-ଅଧିକାରୀଙ୍କୁ-ଭେଟିଲା-ବିଜେପି-ପ୍ରତିନିଧିମଣ୍ଡଳୀ

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:June-4-Expiry-date-of-BJG-Govt---Prime-Minister

ଜୁନ୍ ୪ ବିଜେଡି ସରକାରର ଏକ୍ସପାୟରୀ ଡେଟ୍ – ପ୍ରଧାନମନ୍ତ୍ରୀ

The Independence:If-the-BJP-government-is-formed-in-Odisha-drinking-water-problem-will-be-solved-as-a-priority-Bhatrahari-Mahatab

ଓଡ଼ିଶାରେ ବିଜେପି ସରକାର ଗଠନ କଲେ ଅଗ୍ରାଧିକାର ଭିତିରେ ପାନୀୟ ଜଳ ସମସ୍ୟାର ସମାଧାନ କରାଯିବ: ଭତୃହରି ମହତାବ

The Independence:Cow-Slaughtering-Beef-Smuggling-in-Odisha-High

Odisha : ବୃଦ୍ଧି ପାଇବାରେ ଲାଗିଛି ଗୋମାଂସ ଚୋରାଚାଲାଣ

The Independence:Odisha-Cow-Slaughtering

Odisha : ଗୋ ମାଂସ ବୋଝେଇ ଟ୍ରକ ଜବତ

The Independence:Jagannath-Temple-Odisha-Mumbai

ଓଡିଶା ବାହାରେ ମହାପ୍ରଭୁ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର

The Independence:Modi-Government-9-Years-Seva-Susasan-Garib-Kalyana

ନ’ ବର୍ଷର ସୁଶାସନ

The Independence:Rath-Yatra-2023-Lakhs-of-devotees-witness-Suna-Besha-of-Holy-Trinity-in-Puri

ଶ୍ରୀକ୍ଷେତ୍ରରେ ରଥାରୁଢ଼ ଶ୍ରୀଜୀଉଙ୍କ ସୁନାବେଶ, ମହଣ ମହଣ ସୁନା ଅଳଙ୍କାରରେ ସଜ୍ଜିତ ତିନି ଠାକୁର

The Independence:Puri-Ratha-Jatra-2023-Jay-Jagannath

ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ତିନି ରଥ

The Independence:Ratha-Jatra-2023-ନୀଳାଦ୍ରିବିଜେରେ-ନୀଳକନ୍ଦରକୁ-ଫେରନ୍ତି-ନୀଳାଦ୍ରିନାଥ-ସରେ-ଜନ୍ମବେଦି-ଲୀଳା

Ratha Jatra 2023: ନୀଳାଦ୍ରିବିଜେରେ ନୀଳକନ୍ଦରକୁ ଫେରନ୍ତି ନୀଳାଦ୍ରିନାଥ; ସରେ ଜନ୍ମବେଦି ଲୀଳା

The Independence:Jagannath-Temple-Rath-Jatra

ଏକାବନ ଦିନରେ ଚଳଚଞ୍ଚଳ ରଥଖଳା

The Independence:ପ୍ରେମିକାକୁ-ଛୁରୀ-ଭୁଷିଲା-ପଥରରେ-ଛେଚି-ମୁହଁ-ନଷ୍ଟ-କଲା-ଜହ୍ଲାଦ-ପ୍ରେମିକ-ସାହିଲ-ଖାଁ

ପ୍ରେମିକାକୁ ଛୁରୀ ଭୁଷିଲା, ପଥରରେ ଛେଚି ମୁହଁ ନଷ୍ଟ କଲା ଜହ୍ଲାଦ ପ୍ରେମିକ ସାହିଲ ଖାଁ

The Independence:Land-Jihad-Dwarka

ଜମି ଜିହାଦର ଅନ୍ୟନାମ ଦ୍ୱାରକା