ବିଶ୍ୱରେ ଶାକାହାର
ଭାରତ ଏକ ବହୁ ପ୍ରଦେଶୀ, ବହୁଭାଷୀ, ବହୁ ଆହାରୀ, ବହୁ ବ୍ୟବହାରୀ ଦେଶ ହୋଇଥିବାରୁ ଏଠାରେ ଅନେକ ପ୍ରକାରର ଭିନ୍ନତା ଦେଖାଦେଇଥାଏ । ଖାଦ୍ୟାହାରକୁ ନେଇ ରାଜନୀତି, ମତଭେଦ, ସଂଘର୍ଷ ମଧ୍ୟ ଘଟିଥାଏ । ଖାଦ୍ୟ ଗ୍ରହଣକୁ କେନ୍ଦ୍ର କରି କିଛି ଲୋକ ନିକଟରେ ସୂର୍ଯ୍ୟପରାଗ କାଳରେ ନିଜର ଅହଂ ପ୍ରଧାନ ବୌଦ୍ଧିକତାକୁ ପ୍ରଦର୍ଶନ କରିବାକୁ ଗଣମାଧ୍ୟମକୁ ମାଧ୍ୟମ କରିଥିଲେ, ଅନ୍ୟମ
Soumendra Jena