The Independence:vegetarian-in-world

 ଭାରତ ଏକ ବହୁ ପ୍ରଦେଶୀ, ବହୁଭାଷୀ, ବହୁ ଆହାରୀ, ବହୁ ବ୍ୟବହାରୀ ଦେଶ ହୋଇଥିବାରୁ ଏଠାରେ ଅନେକ ପ୍ରକାରର ଭିନ୍ନତା ଦେଖାଦେଇଥାଏ । ଖାଦ୍ୟାହାରକୁ ନେଇ ରାଜନୀତି, ମତଭେଦ, ସଂଘର୍ଷ ମଧ୍ୟ ଘଟିଥାଏ । ଖାଦ୍ୟ ଗ୍ରହଣକୁ କେନ୍ଦ୍ର କରି କିଛି ଲୋକ ନିକଟରେ ସୂର୍ଯ୍ୟପରାଗ କାଳରେ ନିଜର ଅହଂ ପ୍ରଧାନ ବୌଦ୍ଧିକତାକୁ ପ୍ରଦର୍ଶନ କରିବାକୁ ଗଣମାଧ୍ୟମକୁ ମାଧ୍ୟମ କରିଥିଲେ,  ଅନ୍ୟମାନେ ମୂର୍ଖ ବୋଲି ଦର୍ଶାଇବାକୁ ଚେଷ୍ଟା କରିଥିଲେ । ଏଠି ହିନ୍ଦୁମାନେ କଛା ଭିଡି ମନ୍ଦିରକୁ ଗଲାବେଳେ ମୁସଲିମ ଲୋକେ କଛା ଖୋଲି ମସଜିଦ୍‌କୁ ଯାଇଥାଆନ୍ତି । ମନ୍ଦିରରେ ପୁରୁଷ-ସ୍ତ୍ରୀ ପ୍ରବେଶ କରିପାରୁଥିବା ସ୍ଥଳେ ମସ୍‌ଜିଦରେ କେବଳ ପୁରୁଷଙ୍କୁ ପ୍ରବେଶାଧିକାର ଥିବା ଦେଖିବାକୁ ମିଳୁଛି ।

ସେମିତି ଗତ କିଛି ବର୍ଷ ହେଲା ମାଂସାହାରକୁ ନେଇ ଭିନ୍ନ ଭିନ୍ନ ସ୍ଥାନରେ ଲୋକଙ୍କ ମଧ୍ୟରେ ବିବାଦ ସୃଷ୍ଟିହେବା ଦେଖିବାକୁ ମିଳୁଛି । ପୂର୍ବେ ମାଂସାହାରୀମାନଙ୍କୁ ଗ୍ରାମରୁ ବିତାଡିତ କରାଯାଉଥିଲା ଏବଂ ଯେଉଁମାନେ ମାଂସାହାର କରୁଥିଲେ ସେମାନଙ୍କୁ ମନ୍ଦିର ପ୍ରବେଶ ଅଧିକାରରୁ ଅଲଗା କରାଯାଉଥିଲା । ସେମାନେ ଗ୍ରାମରୁ ବାହାରେ ଯାଇ ରହୁଥିଲେ । ସମାଜରେ ଖାଦ୍ୟାହାରର ଭିନ୍ନତାକୁ କେନ୍ଦ୍ରକରି ସ୍ପୃଶ୍ୟ ଅସ୍ପୃଶ୍ୟ ମତଭେଦ ସୃଷ୍ଟି ହୋଇଥିଲା । ସେହି ମତଭେଦ ଏବେ ଅବଶ୍ୟ ଦେଖିବାକୁ ମିଳୁନାହିଁ । କାରଣ ସମାଜର ବଡବର୍ଗ ଏପରିକି ଭାରତର ଅଧିକାଂଶ ପ୍ରଦେଶରେ ମାଂସାହାର ଏକ ଲୋକପ୍ରିୟ ବ୍ୟବସ୍ଥାରେ ପରିଣତ ହୋଇଛି । ଆହାରକୁ କେନ୍ଦ୍ରକରି ସ୍ପୃଶ୍ୟ-ଅସ୍ପୃଶ୍ୟ ବିଚାରକଲେ ସତୁରି ପ୍ରତିଶତ ସମାଜ ଅସ୍ପୃଶ୍ୟ ହୋଇଯିବ । ତେଣୁ ପଶୁହତ୍ୟାକୁ ଆଉ ବଡକଥା ବା ଦୋହାବହ ବୋଲି କେହି ଚିନ୍ତା କରୁନାହାନ୍ତି ।

ଏହିକ୍ରମରେ ଚୀନର ଲୋକେ ଆଉ ଦୁଇପାଦ ଆଗକୁ  ଯାଇ ସାରା ବିଶ୍ୱରୁ କୁକୁର, ମାଙ୍କଡ, ମୂଷା, ବିଲେଇ, ସାପ, ସାମୁଦ୍ରିକ ଜୀବ ଆଦି ସଂଗ୍ରହ କରିବାରେ ବ୍ୟସ୍ତ । ନିକଟରେ ପାକିସ୍ତାନକୁ କୁକୁର ରପ୍ତାନୀ କରିବା ପାଇଁ ଚୀନ ପ୍ରସ୍ତାବ ଦେଇଛି । ଚୀନରେ ଗଧମାଂସର ଚାହିଦା ଅଧିକ ଥିବାରୁ ପାକ୍‌ର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ  ଗଧ ରପ୍ତାନୀ ଉପରେ ଜୋର ଦେଇଥିଲେ । ସେମିତି ଆଫ୍ରିକାର ଲୋକଙ୍କ ମଧ୍ୟରେ ମାଙ୍କଡ ମାଂସ ଖାଇବା ଆଗ୍ରହ ଅଧିକ ଥିବାରୁ ସେଠାକାର ଜଙ୍ଗଲଗୁଡିକରେ ମାଙ୍କଡଙ୍କ ସଂଖ୍ୟା ହ୍ରାସ ପାଇଛି । ଭାରତର ଉ ରପୂର୍ବ ରାଜ୍ୟମାନଙ୍କରେ କୁକୁରମାଂସ ବେଶ୍ ଲୋକପ୍ରିୟ ଖାଦ୍ୟ ହୋଇଥିବାରୁ ନାଗା ଲୋକେ ଏକ ସ୍ୱତନ୍ତ୍ର କାଠି ଯୋଗେ ଅତିକମ୍ ସମୟରେ ଯେ କୌଣସି କୁକୁରକୁ ଶିକାର କରିବାକୁ ସକ୍ଷମ ହୋଇଥାଆନ୍ତି । ସେମାନଙ୍କ ଘର ଚାରିପାଖେ କାନ୍ଥରେ ପଶୁଙ୍କ ମୁଣ୍ଡ ବହୁସଂଖ୍ୟାରେ ସଜ୍ଜା ହୋଇ ରହିଥାଏ । ଯେତେ ଅଧିକ ପଶୁମୁଣ୍ଡ ଯିଏ ନିଜର ଘର ଚାରିପାଖେ ସଜ୍ଜାଇ ପାରିଲା ସେ ଅଧିକ ଭାଗ୍ୟବାନ ହେବ ବୋଲି ବିଚାର କରାଯାଏ । ନିକଟରେ କେରଳର ଜଣେ ମୁସଲମାନ ବ୍ୟକ୍ତି ବର୍ଷ ବର୍ଷ ଧରି ମହିଳାମାନଙ୍କୁ ହତ୍ୟା କରିବା ପରେ ସେମାନଙ୍କ ଯୌନାଙ୍ଗକୁ କାଟି ଫ୍ରିଜ୍‌ରେ ସାଇତି ରଖି ଖାଇବା ଘଟଣା ନିକଟରେ ପୁଲିସ ଦୃଷ୍ଟିକୁ ଆସିଛି । ଆଫ୍ରିକାର ନରପିଶାଚ ଭାବେ ପରିଚିତ ଶାସକ ଇଦି ଅମିନଙ୍କର ମହିଳାଙ୍କ କଟା ସ୍ତନ ଖାଇବାରେ ଅଧିକ ଆଗ୍ରହ ଥିଲା ବୋଲି ଜଣାଯାଏ ।

ଯୁଦ୍ଧ ସଂଘର୍ଷକୁ ସମ୍ମୁଖୀନ ହେବା ଲୋକେ ମାଂସାହାରୀ ହୋଇଥାନ୍ତି ବୋଲି ସାଧାରଣତଃ ଭୁଲ ଧାରଣା ରହିଛି ।  କିନ୍ତୁ ହଜାର ହଜାର ବର୍ଷର  ଯୁଦ୍ଧକୁ ସାମ୍‌ନା କରିଆସିଥିବା ଉ ର ପଶ୍ଚିମ ଭାରତର ଲୋକେ ବୈଦେଶିକ ଆକ୍ରମଣକୁ ସାମ୍‌ନା କରିନଥିବା ଅ ଳଠାରୁ ଅଧିକ ଶାକାହାରୀ ବୋଲି ଜଣାପଡିିଛି । ମହାଭାରତ ଯୁଦ୍ଧର କେନ୍ଦ୍ର କୁରୁକ୍ଷେତ୍ର ହରିୟାଣାରେ ରହିଛି, ହେଲେ ଭାରତରେ ଶାକାହାରୀଙ୍କ ସଂଖ୍ୟା ଦୃଷ୍ଟିରୁ ଏହି ରାଜ୍ୟର ସ୍ଥାନ ଦ୍ୱିତୀୟରେ ରହିଛି । ଶାକାହାରୀଙ୍କ ସଂଖ୍ୟାରେ ଅଗ୍ରଣୀ ରହିଥିବା ରାଜ୍ୟଗୁଡିକ ହେଲେ (ପ୍ରତିଶତ ହିସାବରେ) ରାଜସ୍ଥାନ (୭୫), ହରିୟାଣା (୭୦), ପଞ୍ଜାବ (୬୩), ଗୁଜରାଟ (୬୧), ହିମାଚଳ ପ୍ରଦେଶ (୫୩), ମଧ୍ୟପ୍ରଦେଶ (୫୧), ଉ ର ପ୍ରଦେଶ (୪୭), ଦିଲ୍ଲୀ (୪୦), ମହାରାଷ୍ଟ୍ର (୪୦), ଲଦ୍ଦାଖ (୩୧), ଜାମ୍ମୁ ଓ କାଶ୍ମିର (୩୧), କର୍ଣ୍ଣାଟକ(୨୧), ଆସାମ (୨୦.୬),  ଛତିଶଗଡ (୧୮), ସିକିମ (୧୨),ମଣିପୁର (୧୧) ।

ଦକ୍ଷିଣ ପୂର୍ବ ଏବଂ ଉ ର ପୂର୍ବ ରାଜ୍ୟଗୁଡିକରେ ଶାକାହାରୀଙ୍କ ସଂଖ୍ୟା ୧୦ ପ୍ରତିଶତରୁ ମଧ୍ୟ କମ୍ ରହିଛି ।  ଏହି ରାଜ୍ୟଗୁଡିକ ମଧ୍ୟରେ ତ୍ରିପୁରା (୮), ବିହାର (୭.୫), ମିଜୋରାମ(୬), ମେଘାଳୟ (୫)ରେ ପା ବା ପା ରୁ ଅଧିକ ପ୍ରତିଶତ ଶାକାହାରୀ ଥିଲାବେଳେ ୫ ପ୍ରତିଶତରୁ କମ୍ ଶାକାହାରୀ ଥିବା ରାଜ୍ୟଗୁଡିକ ହେଲେ ଅରୁଣାଚଳ ପ୍ରଦେଶ (୪), ଝାଡଖଣ୍ଡ (୩), କେରଳ (୩), ଓଡିଶା (୨.୬), ତାମିଲନାଡୁ (୨.୩), ନାଗାଲାଣ୍ଡ(୨), ତେଲେଙ୍ଗାନା (୧.୭), ପଶ୍ଚିମବଙ୍ଗ (୧.୪), ଆନ୍ଧ୍ରପ୍ରଦେଶ (୧.୩) ।

ସେମିତି ବିଶ୍ୱରେ ଶାକାହାରୀ ସଂଖ୍ୟା ଦେଖିଲେ (ପ୍ରତିଶତ ହିସାବରେ) ଆର୍ଜେ ିନା (୧୨), ଅଷ୍ଟ୍ରେଲିଆ (୧୨.୧), ବେଲଜିୟମ (୭), ବ୍ରାଜିଲ (୧୪), କାନାଡା (୭.୬), ଚିଲି (୬), ଚୀନ (୪୍‌.୫), କଲମ୍ବିଆ (୪), ଚେକ୍ ରିପବ୍ଲିକ(୫), ଡେନମାର୍କ (୧୦), ଫିନଲାଣ୍ଡ (୧୨), ଇସ୍ତୋନିଆ (୬), ଜର୍ମାନୀ (୧୦), ଗ୍ରୀସ (୪), ହଙ୍ଗେରୀ (୫), ଆୟରଲାଣ୍ଡ (୮.୪), ଜାପାନ (୯), ଲାଟଭିଆ (୫), ଲିଥୁଆନିଆ (୬), ନେଦରଲାଣ୍ଡ (୫), ନରୱେ (୯), ଫିଲିପାଇନ୍ସ (୫),ସିଙ୍ଗାପୁର (୭), ସ୍ୱିଡେନ(୧୨), ତାଇୱାନ (୧୩), ଭିଏତନାମ (୧୦), ଆମେରିକା (୫), ୟୁକ୍ରେନ (୫.୨), ବ୍ରିଟେନ (୧୦), ନିଉଜିଲାଣ୍ଡ (୧୦)ରେ କିଛି କିଛି ଶାକାହାରୀ ରହିଛନ୍ତି । ଇସ୍ରାଏଲରେ (୧୩) ପ୍ରତିଶତ ଶାକାହାରୀ ରହିଛନ୍ତି ।

ବିଶ୍ୱରେ ଭାରତର ଶାକାହାରୀ ସଂଖ୍ୟା ୨୩ପ୍ରତିଶତରୁ ଅଧିକ ରହିଥିବାର କୁହାଯାଉଛି । କିନ୍ତୁ ଏହି ସଂଖ୍ୟାରେ କେବଳ ଉ ର ଏବଂ ପଶ୍ଚିମା ଳ ରାଜ୍ୟଗୁଡିକର ଅଂଶ ଅଧିକ ରହିଛି । ବିଶ୍ୱରେ ମୋଟ ଜନସଂଖ୍ୟାର ଏକ ଚତୁର୍ଥାଂଶ ଶାକାହାରୀ ଥିବାରୁ ଭାରତ ସବୁଠୁ ଆଗରେ ରହିଛି । ସେମିତି ଚୀନରେ ଶାକାହାରୀ ବହୁତ କମ୍ । । ସେଠାରେ ପ୍ରାୟ ପ୍ରତ୍ୟେକ ଖାଦ୍ୟ ଏପରିକି ଚିପ୍‌ସକୁ ମାଂସାହାରରେ ଗଣାଯାଇଥାଏ ।

ଭାରତର ଗୁଜୁରାଟ ପ୍ରଦେଶ ଅନ୍ତର୍ଗତ ଭାବନଗର ଜିଲ୍ଲାରେ ସର୍ବାଧିକ ଶାକାହାରୀ ଥିବା ହିସାବରୁ ଜଣାପଡେ । ଏହି ଜିଲ୍ଲାରେ ଥିବା ପଲିତଣା ଜୈନଙ୍କ ଧାର୍ମିକନଗରୀ ହୋଇଥିବାରୁ ଏଠାରେ ଅଧିକ ସଂଖ୍ୟକ ଶାକାହାରୀ ଦେଖାଯାଇଥାନ୍ତି । ପୃଥିବୀର ସର୍ବାଧିକ ୨ଟି ଶାକାହାରୀ ଜିଲ୍ଲା ମଧ୍ୟରୁ ଏହା ଅନ୍ୟତମ ।

ଭାରତୀୟ ସମ୍ବାଦ ସେବା (ଭାସ୍‌)

ଭୁବନେଶ୍ୱର-୭୫୧୦୦୩

Author Image

Soumendra Jena

RELATED NEWS

Recent Posts

The Independence:Warangal-Police-arrested-Azmad-Ali-Abu-for-repeatedly-raping-a-minor-girl

ହିନ୍ଦୁ ନାବାଳିକାଙ୍କୁ ବଳାତ୍କାର କରିଥିବାରୁ ଅମଜାଦ ଅଲ୍ଲି ଓ ଆବୁକୁ ଗିରଫ କରିଲା ଓାରାଙ୍ଗଲ ପୋଲିସ

The Independence:Islamists-harass-Sabarimala-pilgrims-returning-to-Andhra-Pradesh-by-train

ସାବରିମାଲାରୁ ଫେରୁଥିବା ଭକ୍ତମାନଙ୍କୁ ଇସଲାମିଷ୍ଟମାନଙ୍କର ଅସଦାଚରଣ

The Independence:They-performed-Namaz-3-times-nobody-objected-Ex-Army-man-thrashed-by-pantry-car-staff-after-he-sits-down-to-chant-Mantras-case-filed

ଟ୍ରେନରେ ତିନି ଥର ନମାଜ ହେଲା, କିନ୍ତୁ ଜଣେ ଅବସରପ୍ରାପ୍ତ ସୈନିକ ତଳେ ବସି ମନ୍ତ୍ର ପାଠ କରିବାରୁ ପ୍ୟାଂଟ୍ରି କର୍ମଚାରୀ ମାରିଲେ ମାଡ

The Independence:Gandhi-Revenge-Riots-killed-8000-Brahmins

ଗାନ୍ଧିଙ୍କ ପାଇଁ ଆଠ ହଜାର ବ୍ରାହ୍ମଣ ହତ୍ୟା

The Independence:Complaint-Filed-Against-Christian-Org-For-Intoxicating-Minors-And-Converting-Them

ଛୋଟ ପିଲମାନଙ୍କୁ ପ୍ରଲୋଭନ କରି ଚର୍ଚ୍ଚ ନେଉଥିବା ଓ ଖ୍ରୀଷ୍ଟିଆନ କରାଉଥିବା ବେଳେ ଧରାପଡିଲେ ପାଦ୍ରୀ

The Independence:Guntur-Govt-Hospital-Staff-Make-Merry-Christmas-Making-Public-Wait-Behave-Rudely-When-Questioned

ରୋଗୀମାନଙ୍କ ସେବା ଛାଡି ଗୁଂଟୁର ଡାକ୍ତରଖାନାର କର୍ମଚାରୀମାନେ ଖ୍ରୀଷ୍ଟମାସ ପାଳିଲେ, ଲୋକେ ପ୍ରତିବାଦ କରିବାରୁ ଖରାପ ବ୍ୟବହାର କଲେ

The Independence:The-Guardian-Anti-Hindu

ହିନ୍ଦୀ ପାଇଁ ଗାର୍ଡିଆନର ଗାତ୍ରଦାହ

The Independence:Incidents-of-Hindu-torture-in-Bangladesh-in-November

ନଭେମ୍ବର ମାସରେ ବଙ୍ଗଳାଦେଶରେ ହିନ୍ଦୁମାନଙ୍କ ଉପରେ ହୋଇଥିବା ଆକ୍ରମଣ

The Independence:INDIC-DOMINATION-OF-CHINA

ଚାଇନା ଉପରେ ଭାରତର ସାଂସ୍କୃତିକ, ଧାର୍ମୀକ ପ୍ରଭାବ

The Independence:Andhra-Bible-Mission-Church-Members-Attack-SC-Man-For-Objecting-To-Encroachments

ଆନ୍ଧ୍ର ପ୍ରଦେଶ: ରାସ୍ତା ଅବରୋଧକୁ ବିରୋଧ କରିବାରୁ ଦଳିତଙ୍କ ଉପରେ ଆକ୍ରମଣ କଲେ ବାଇବେଲ ଚର୍ଚ୍ଚ ମିଶନର ଲୋକମାନେ

The Independence:Anti-India-Activities-in-Canada

କାନାଡାରେ ଭାରତ ବିରୋଧୀ

The Independence:Assam-Hindu-Family-Complains-Land-Grab-by-Muslim-Neighbours

ଆସାମରେ ହିନ୍ଦୁମାନଙ୍କ ଜମି ଉପରେ କବଜା କରୁଛନ୍ତି ମୁସଲମାନମାନେ

The Independence:Halal-Jihad-Book-Launch-Cancelled-by-Telangana-Govt

ଇସଲାମିଷ୍ଟ ଶକ୍ତିଙ୍କ ଚାପରେ ତେଲେଙ୍ଗାନା ସରକାର: ହଲାଲ ଜିହାଦ ପୁସ୍ତକର ଉନ୍ମଚୋନକୁ କଲେ ବନ୍ଦ

The Independence:ACJ-Invites-Terrorist-Convicted-For-Killing-Rajiv-Gandhi-To-Deliver-Guest-Lecture

ଆତଙ୍କବାଦୀଙ୍କୁ ଅତିଥି କରି ବିବାଦରେ ଏସିଆନ କଲେଜ ଅଫ ଜର୍ଣ୍ଣାଲିଜିମ

The Independence:ISIS-Target-Killing

ଆଇଏସ୍‌ଆଇର ଟାର୍ଗେଟ କିଲିଂ

The Independence:vegetarian-in-world

ବିଶ୍ୱରେ ଶାକାହାର

The Independence:Rajasthan-Shakeel-Nasir-among-3-arrested-for-beating-a-tribal-man-to-death-over-drawing-water-from-a-tube-well-booked-under-SCST-Act

ରାଜସ୍ଥାନ: ଟ୍ୟ।ପରୁ ପାଣି ନେବାରୁ ଜଣେ ଆଦିବାସୀଙ୍କୁ ପିଟି ପିଟି ହତ୍ୟା କଲେ ସକିଲ, ନାସିର

The Independence:Dhamanagar-Byeelection-Odisha-Politics

ଧାମନଗର ଉପନର୍ବାଚନର ସନ୍ଦେଶ

The Independence:Hyderabad-FIR-Registered-Against-Christian-Family-Who-Had-Abused-Hindus-For-Making-Rangoli-On-Diwali

ଦିପାବଳୀ ରଙ୍ଗୋଲି କରିବାରୁ ହିନ୍ଦୁ ପରିବାରଙ୍କୁ ଆକ୍ରମଣ କରିଥିବା ଖ୍ରୀଷ୍ଟିଆନଙ୍କ ଉପରେ ପୋଲିସରେ ମୋକଦ୍ଦମା

The Independence:Delhi-Bajrang-Dal-worker-Nitesh-dies-after-he-was-beaten-by-Ufiza-Adnan-and-Abbas-3-days-ago-police-deny-communal-angle

ଦିଲ୍ଲୀ : ବଜରଙ୍ଗ ଦଳରେ କାମ କରୁଥିବାରୁ ନିତେଶଙ୍କୁ ହତ୍ୟା କରିଲେ ୟୁଫିଜା, ଆଦନାନ ଓ ଆବାସ, ହତ୍ୟାକାରୀଙ୍କୁ ଗିରଫ କରୁନାହିଁ ପୋଲିସ

The Independence:The-News-Bangla-editor-Manab-Guha-arrested-by-Kolkata-police-after-he-covered-Mominpur-anti-Hindu-pogrom

ପଶ୍ଚିମବଙ୍ଗ: ହିନ୍ଦୁମାନଙ୍କ ଉପରେ ଆକ୍ରମଣର ଖବର ପ୍ରକାଶିତ କରିବାରୁ ସାମ୍ବାଦିକଙ୍କୁ ଗିରଫ କରିଲା ପୋଲିସ

The Independence:DMK-Doesnt-Wish-For-Deepavali-Old-Video-Of-DMK-MP-A-Raja-Derogating-Hindu-Festival-Resurfaces

ତାମିଲନାଡୁ: କାହିଁକି ଡିଏମକେ ଚାହେଁନି ଦିପାବଳୀ ପାଳନ, ସାଂସଦ ଏ ରାଜାଙ୍କର ପୁରୁଣା ଭିଡିଓ ଭାଇରାଲ

The Independence:Battle-of-Haifa-in-the-First-World-War-and-the-bravery-of-Indian-soldiers

ପ୍ରଥମ ବିଶ୍ୱଯୁଦ୍ଧର ହାଇଫା ଯୁଦ୍ଧ ଯେଉଁଥିରେ ଭାରତୀୟ ସୈନିକ ଦେଖାଇଥିଲେ ବିରତ୍ୱ

The Independence:Dhamanagar-Bye-Election

ଧାମନଗର ଉପନର୍ବାଚନର ପାଣିପାଗ

The Independence:Aam-Adami-Party-Anti-Hindu-Agenda

ଆମ ଆଦମି ପାର୍ଟିର ହିନ୍ଦୁ ବିରୋଧୀ ଏଜେଣ୍ଡା